Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଳାତକ ଅପରାଧୀଙ୍କ ନିମନ୍ତେ ଦୃଢ କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି
ଆଜିର ଖବର

ପଳାତକ ଅପରାଧୀଙ୍କ ନିମନ୍ତେ ଦୃଢ କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି

May 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଆଜି ଗଂଜାମ ଜିଲ୍ଲା ଏସପି ଜଗମୋହନ ମୀନା କୋଦଳା ଓ ପୁରୁଷୋତ୍ତମ ପୁର ଥାନା ପରିଦର୍ଶନରେ ଆସିଛନ୍ତି। ଏହି ସମୟରେ ଜଗମୋହନ ମୀନା କୋଦଳା ଥାନାରେ ଏକ ପ୍ରେସମିଟ୍ ଜରିଆରେ ସାମ୍ବାଦିକ ମାନଙ୍କୁ କହିଛନ୍ତି ଯେ, ଧା୍ରା ୮୨ ଅନୁଯାୟୀ ଦୁର୍ଦ୍ଦାନ୍ତ ଓ ପଳାତକ ଘୋଷିତ ଅପରାଧୀଙ୍କ ପାଇଁ କଠୋର କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି ନିଆଯାଇଛି। ବିଶେଷ କରି କୋଦଳା ଓ ପୁରୁଷୋତ୍ତମପୁର ଥାନା ଅଧୀନରେ ଥିବା ସମସ୍ତ ଅଞ୍ଚଳରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହାତକୁ ନିଆଯାଇଛି।

ପ୍ରକାଶ ଥାଉକି ଅଦାଲତ ନିର୍ଦ୍ଦେଶ ଅନୁଯାୟୀ ସମସ୍ତ ଅପରାଧୀଙ୍କୁ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଛି ଓ ସବୁ ଅପରାଧୀ ମାନଙ୍କୁ ନୋଟିସ ମଧ୍ୟ ଜାରି କରାଯାଇଛି। ତଥାପି ଅପରାଧୀ ମାନେ ଧରା ଦେଉନାହାନ୍ତି କି ଆତ୍ମସମର୍ପଣ କରୁନାହାନ୍ତି। ଯ’ଦ୍ଵାରା ପୋଲିସ ପ୍ରଶାସନ ପକ୍ଷରୁ ଅପରାଧୀ ମାନଙ୍କର ସମ୍ପତ୍ତି ବାଜ୍ୟାପ୍ତି କରି ଅପରାଧ ଜଗତକୁ ଦମନ କରାଯିବ ବୋଲି ସେ କହିଛନ୍ତି।

ଗଂଜାମ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Latest News

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.