Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାଟିତ
ଆଜିର ଖବର

ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାଟିତ

May 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ପରିସରରେ ଥିବା ସେମିନାର ଗୃହରେ ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ରାଜ୍ୟ ହସ୍ତଶିଳ୍ପ ନିର୍ଦ୍ଦେଶିକା ପ୍ରଣତୀ ଛୋଟରାୟ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଛଅଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୩୬ ଜଣ ନିପୁଣ ଶିଳ୍ପୀ ଯୋଗଦାନ କରିଛନ୍ତି।

ଏହି କାର୍ଯ୍ୟକ୍ରମ ଦ୍ୱାରା ପ୍ରତ୍ୟକ୍ଷ ଭାବେ ହସ୍ତଶିଳ୍ପ ପ୍ରଶିକ୍ଷକମାନଙ୍କ ଦକ୍ଷତା ବିକାଶ ହେବା ସଙ୍ଗେ ସଙ୍ଗେ ସେମାନଙ୍କ ଦ୍ୱାରା କାରିଗରମାନଙ୍କର ମଧ୍ୟ ଦକ୍ଷତା ବିକାଶ ହୋଇପାରିବ।

ଏହି କାର୍ଯ୍ୟକ୍ରମରେ ସିଡାକ୍‌ର ସଦସ୍ୟ ସଚିବ ଶିଶିର କୁମାର ରଥ ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ କାର୍ଯ୍ୟକ୍ରମର ରୂପରେଖ ବିଷୟରେ ଆଲୋକପାତ କରି ନିପୁଣ ଶିଳ୍ପୀମାନଙ୍କୁ ଉତ୍ସାହିତ କରିଥିଲେ। ସିଡାକ୍‌ର ସହ ନିର୍ଦ୍ଦେଶକ ସନ୍ତୋଷ କୁମାର ମହାନ୍ତି ଧନ୍ୟବାଦ ଜ୍ଞାପନ କରିଥିଲେ।

ତାଲିମ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Latest News

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.