Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜସ୍ଥାନର ନାଥଦ୍ୱାରା ସ୍ଥିତ ଶ୍ରୀନାଥଜୀ ମନ୍ଦିରରେ ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ରାଜସ୍ଥାନର ନାଥଦ୍ୱାରା ସ୍ଥିତ ଶ୍ରୀନାଥଜୀ ମନ୍ଦିରରେ ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ

May 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜସ୍ଥାନର ନାଥଦ୍ୱାରା ସ୍ଥିତ ଶ୍ରୀନାଥଜୀ ମନ୍ଦିରରେ ଆଜି ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ସେ ମନ୍ଦିରର ପୂଜକମାନଙ୍କ ସହ ଆଲୋଚନା କରିବା ସହ ଭଗବାନ ଶ୍ରୀନାଥଙ୍କୁ ‘ଭେଟ ପୂଜା’ ଅର୍ପଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି ଯେ, “ନାଥଦ୍ୱାରାରେ ଭଗବାନ ଶ୍ରୀନାଥଜୀଙ୍କ ଦର୍ଶନ ଓ ଆଶୀର୍ବାଦର ସୌଭାଗ୍ୟ ପ୍ରାପ୍ତ ହେଲା। ତାଙ୍କ ଠାରେ ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ କଲ୍ୟାଣ କାମନା କଲି।”

ନରେନ୍ଦ୍ର ମୋଦୀ ରାଜସ୍ଥାନ
Share. Facebook Twitter LinkedIn Email WhatsApp Copy Link

Related Posts

“ତୃତୀୟ ପକ୍ଷର ହସ୍ତକ୍ଷେପ ଗ୍ରହଣୀୟ ନୁହେଁ”: ସୀମା ବିବାଦ ଉପରେ ଭାରତର ନେପାଳକୁ କଡ଼ା ବାର୍ତ୍ତା

June 2, 2026

ଆଫଗାନିସ୍ତାନ ବିରୋଧରେ ପ୍ରଥମ ଟେଷ୍ଟ ପାଇଁ ଏହି ୧୧ ଖେଳାଳିଙ୍କୁ ମିଳିବ ସୁଯୋଗ!

June 2, 2026

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026
Latest News

“ତୃତୀୟ ପକ୍ଷର ହସ୍ତକ୍ଷେପ ଗ୍ରହଣୀୟ ନୁହେଁ”: ସୀମା ବିବାଦ ଉପରେ ଭାରତର ନେପାଳକୁ କଡ଼ା ବାର୍ତ୍ତା

June 2, 2026

ଆଫଗାନିସ୍ତାନ ବିରୋଧରେ ପ୍ରଥମ ଟେଷ୍ଟ ପାଇଁ ଏହି ୧୧ ଖେଳାଳିଙ୍କୁ ମିଳିବ ସୁଯୋଗ!

June 2, 2026

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.