Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମ୍ କୋର୍ଟ ନିଷ୍ପତିକୁ ଓଡିଶା ଆମ୍ ଆଦ୍‌ମୀ ପାର୍ଟି କଲା ସ୍ୱାଗତ
ଆଜିର ଖବର

ସୁପ୍ରିମ୍ କୋର୍ଟ ନିଷ୍ପତିକୁ ଓଡିଶା ଆମ୍ ଆଦ୍‌ମୀ ପାର୍ଟି କଲା ସ୍ୱାଗତ

May 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମ୍ କୋର୍ଟ ନିଷ୍ପତିକୁ ଓଡିଶା ଆମ୍ ଆଦ୍‌ମୀ ପାର୍ଟି କଲା ସ୍ୱାଗତ

ଭୁବନେଶ୍ବର: ଆଜି ସୁପ୍ରିମ୍ କୋର୍ଟ ଦିଲ୍ଲୀ ସରକାର ଏବଂ ଏଲଜି ବା ଦିଲ୍ଲୀ ଉପରାଜ୍ୟପାଳ ବିବାଦ ମାମଲାର ବିଚାର କରି ନିର୍ଦ୍ଧେଶ ଦେଇଛନ୍ତି ଯେ ଦିଲ୍ଲୀ ସରକାରଙ୍କ ସ୍ୱତନ୍ତ କ୍ଷମତା ରହିଛି। ଉପରାଜ୍ୟପାଳ ରାଜ୍ୟ ସରକାରଙ୍କର ନିର୍ଦ୍ଧେଶ ମାନିବାକୁ ବାଧ୍ୟ ଏବଂ କର୍ମଚାରୀ ମାନଙ୍କର ନିୟୋଜନ ଏବଂ ବଦଳି ଉଭୟ ସମ୍ପୂର୍ଣ୍ଣ ଭାବରେ ରାଜ୍ୟ ସରକାରଙ୍କର ନିୟନ୍ତ୍ରଣରେ ରହିବ। କେନ୍ଦ୍ର ସରକାର ସେଥିରେ ସିଧା ସଳଖ ହସ୍ତକ୍ଷେପ କରିପାରିବେ ନାହିଁ। ଏହାକୁ ନେଇ ଓଡିଶା ଆମ ଆଦମୀ ପାର୍ଟି ସ୍ବାଗତ କରିଛି।

ପାର୍ଟି କହିଛି ଯେ, ପଛ ଦ୍ଵାର ଦେଇ କେନ୍ଦ୍ର ସରକାର ଦିଲ୍ଲୀର ନିର୍ବାଚିତ ଆମ୍ ଆଦ୍‌ମୀ ପାର୍ଟି ସରକାରଙ୍କୁ ନିୟନ୍ତ୍ରିତ କରିବା ଯେଉଁ ଷଡଯନ୍ତ୍ର କରିଥିଲେ, ତାହା ଆଜି ବିଫଳ ହୋଇଅଛି। ସେଥିପାଇଁ ଆମ୍ ଆଦ୍‌ମୀ ପାର୍ଟି ଓଡ଼ିଶା ତରଫରୁ ସୁପ୍ରିମ୍ କୋର୍ଟର ନିଷ୍ପତିକୁ ସ୍ୱାଗତ କରାଯିବା ସହିତ ଭାରତୀୟ ଜନତା ପାର୍ଟିରେ ଷଡଯନ୍ତ୍ରଙ୍କୁ ତୀବ୍ର ଭର୍ତ୍ସନା କରାଯାଇଅଛି।

ଆମ ଆଦମୀ ପାର୍ଟି ଓଡିଶା ଆପ୍
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

August 23, 2025

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

August 23, 2025

କଟକ ରେଭେନ୍ସା କଲିଜିଏଟ୍ ସ୍କୁଲର ୧୭୫ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ  

August 23, 2025

“ମହାକାଶ ବିଜ୍ଞାନ କୃଷିରେ ଚମତ୍କାର ପରିବର୍ତ୍ତନ ଆଣିଛି”: କେନ୍ଦ୍ର କୃଷି ମନ୍ତ୍ରୀ

August 23, 2025
Latest News

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

August 23, 2025

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

August 23, 2025

କଟକ ରେଭେନ୍ସା କଲିଜିଏଟ୍ ସ୍କୁଲର ୧୭୫ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ  

August 23, 2025

“ମହାକାଶ ବିଜ୍ଞାନ କୃଷିରେ ଚମତ୍କାର ପରିବର୍ତ୍ତନ ଆଣିଛି”: କେନ୍ଦ୍ର କୃଷି ମନ୍ତ୍ରୀ

August 23, 2025

କଟକ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲ ମଣିଷ ତିଆରି କାରଖାନାର ଏକ ପ୍ରୟୋଗଶାଳା: ଧର୍ମେନ୍ଦ୍ର ପ୍ରଧାନ

August 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.