Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»CBSE Result: ଏଥର ମଧ୍ୟ ବାଜି ମାରି ନେଲେ ଛାତ୍ରୀ
ଆଜିର ଖବର

CBSE Result: ଏଥର ମଧ୍ୟ ବାଜି ମାରି ନେଲେ ଛାତ୍ରୀ

May 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
DAVKalinganagar
ଆଜି ଦଶମ ଶ୍ରେଣୀ ଫଳାଫଳ ପ୍ରକାଶ କରିବ CBSE ବୋର୍ଡ?: ଏହି ସରଳ ଉପାୟରେ ଦେଖନ୍ତୁ ମାର୍କସିଟ୍

ନୂଆଦିଲ୍ଲୀ: ପ୍ରକାଶ ପାଇଛି ସିବିଏସଇ 12th ରେଜଲ୍ଟ। ତେବେ ମୋଟ ପାସହାର ୮୭.୩୩ ପ୍ରତିଶତ ରହିଛି। ପୂର୍ବପରି ଏଥର ମଧ୍ୟ ଝିଅମାନେ ବାଜି ମାରିନେଇଛନ୍ତି । ଏଥର ଝିଅମାନଙ୍କ ପାସହାର ପୁଅମାନଙ୍କ ଅପେକ୍ଷା ୬ ପ୍ରତିଶତ ଅଧିକ ରହିଛି।

ଝିଅଙ୍କ ପାସହାର ୯୦.୬୮ ପ୍ରତିଶତ ହୋଇଥିବାବେଳେ ପୁଅଙ୍କ ପାସହାର ୮୪.୬୭ ପ୍ରତିଶତ ବୋଲି ଜଣାଯାଇଛି । ଛାତ୍ରଛାତ୍ରୀମାନେ www.cbse.nic.in, www.cbseresult.nic.in ଏବଂ www.digilocker.gov.in ରେ ଲଗ୍‌ଇନ୍‌ କରି ରେଜଲ୍ଟ ଦେଖିପାରିବେ।

ଚଳିତ ବର୍ଷ ମୋଟ ୧୬ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ଦଶମ ଓ ଦ୍ୱାଦଶ ସିବିଏସ୍‌ଇ ବୋର୍ଡ ପରୀକ୍ଷା ଦେଇଛନ୍ତି ।

cbse ସିବିଏସଇ
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Latest News

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.