Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ଆଜିର ଖବର

ବାଣପୁର ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

May 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଘଟିଥିବା ଜଘନ୍ୟ ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ଆଜି ଗିରଫ କରିଛି ପୋଲିସ। ଏ ନେଇ ବାଣପୁର ଆଇଆଇସି ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।

ଅଭିଯୁକ୍ତ ଜଣକ ହେଉଛନ୍ତି ଭୀମପୁର ଗ୍ରାମର ସତ୍ୟ ନାୟକଙ୍କ ପୁତ୍ର ବସନ୍ତ ନାୟକ (୪୬)।  ତାଙ୍କୁ ନିଜ ଗ୍ରାମରୁ ଗିରଫ କରିଛି ପୋଲିସ। ହତ୍ୟାରେ ବ୍ୟବହୃତ ହୋଇଥିବା କାତିକୁ ମଧ୍ୟ ଜବତ କରିଛି ପୋଲିସ।

ସୂଚନା ଥାଉକି ଗତକାଲି ରାତିରେ ଭୀମପୁର ଗ୍ରାମ ହରିଜନ ସାହିର ରବୀନ୍ଦ୍ର ନାୟକ ଏବଂ ତାଙ୍କ ସାନ ଭାଇଙ୍କୁ ଘରେ ପଶି ମଦ୍ୟପ ଅବସ୍ଥାରେ ଅଭିଯୁକ୍ତ ବସନ୍ତ କାତିରେ ଚୋଟ ପକାଇଥିଲେ, ଯାହା ଫଳରେ ରବୀନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଆଜି ପୋଲିସ ହାତରେ ଗିରଫ ହୋଇଛନ୍ତି।

ତେବେ ପ୍ରାଥମିକ ତଦନ୍ତରୁ ଏହା ପୂର୍ବ ଶତ୍ରୁତା ନେଇ ହୋଇଥିବା ଆଇଆଇସି ଜୟପ୍ରକାଶ ପରିଡ଼ା କହିଛନ୍ତି।

ଅଭିଯୁକ୍ତ ଗିରଫ ବାଣପୁର ହତ୍ୟାକାଣ୍ଡ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.