Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଝାରସୁଗୁଡା ଉପନିର୍ବଚନ ଭୋଟ ଗଣତି, ଜାଣନ୍ତୁ କିପରି ହୋଇଛି ବ୍ୟବସ୍ଥା
ଆଜିର ଖବର

ଆଜି ଝାରସୁଗୁଡା ଉପନିର୍ବଚନ ଭୋଟ ଗଣତି, ଜାଣନ୍ତୁ କିପରି ହୋଇଛି ବ୍ୟବସ୍ଥା

May 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଝାରସୁଗୁଡା ଉପନିର୍ବଚନ ଭୋଟ ଗଣତି, ଜାଣନ୍ତୁ କିପରି ହୋଇଛି ବ୍ୟବସ୍ଥା

ଭୁବନେଶ୍ବର: ଆଜି ଝାରସୁଗୁଡା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ହେବ। ଏହି ଗଣତି ଝାରସୁଗୁଡ଼ା ଇଂଜିନିୟରିଂ ସ୍କୁଲ ପରିସରରେ ସକାଳ ୮ ଘଟିକା ସମୟରେ ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହେବ ଓ ଠିକ୍‌ ୮.୩୦ ମିନିଟରେ ଇଭିଏମ୍‌ ଗଣତି ଆରମ୍ଭ ହେବ। ଭୋଟଗଣତି ନିମନ୍ତେ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି।

ଏହି ଉପନିର୍ବାଚନରେ ମୋଟ ଭୋଟର ୨ ଲକ୍ଷ ୨୧ ହଜାର ୭୧୯ ହୋଇଥିବା ବେଳେ ଭୋଟ ଦେଇଛନ୍ତି ୧ ଲକ୍ଷ ୭୫ ହଜାର ୬୧୬ ଜଣ। ସେହିପରି ଏହି ନିର୍ବାଚନ ମଣ୍ଡଳୀରେ ପୁରୁଷ ଭୋଟର ସଂଖ୍ୟା ୧ ଲକ୍ଷ ୧୦ ହଜାର ୬୧୯ ଥିବା ବେଳେ ଭୋଟ ଦେଇଛନ୍ତି ୮୯ ହଜାର ୪୪ ଜଣ। ସେହିପରି ମହିଳା ଭୋଟର ସଂଖ୍ୟା ୧ ଲକ୍ଷ ୧୧ ହଜାର ୩୭ ଥିବା ବେଳେ  ୮୬ ହଜାର ୫୬୦ ଜଣ ମତଦାନରେ ଭାଗ ନେଇଛନ୍ତି।  ଏହିମାନେ ମୋଟ ପ୍ରତିଦ୍ବନ୍ଦିତା କରୁଥିବା ୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରିବେ।

Jharsuguda Bypoll ଝାରସୁଗୁଡା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026
Latest News

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ବେଆଇନ ଏଲପିଜି ମହଜୁଦ ଏବଂ କଳାବଜାର ରୋକିବା ପାଇଁ ଚଢାଉ ଜାରି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.