Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ଝାରସୁଗୁଡାରେ ଦୀପାଳି ଆଗୁଆ, ଦ୍ବିତୀୟରେ ବିଜେପିର ଟଙ୍କଧର
ଆଜିର ଖବର

Breaking News: ଝାରସୁଗୁଡାରେ ଦୀପାଳି ଆଗୁଆ, ଦ୍ବିତୀୟରେ ବିଜେପିର ଟଙ୍କଧର

May 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ଝାରସୁଗୁଡାରେ ଦୀପାଳି ଆଗୁଆ, ଦ୍ବିତୀୟରେ ବିଜେପିର ଟଙ୍କଧର

ଭୁବନେଶ୍ବର: ଝାରସୁଗୁଡା ଉପନିର୍ବାଚନର ପ୍ରଥମ ରାଉଣ୍ଡ ଫଳାଫଳ ହସ୍ତଗତ ହୋଇଛି। ପ୍ରଥମ ରାଉଣ୍ଡ ଫଳ ଅନୁସାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଗରେ ଅଛନ୍ତି। ମିଳିଥିବା ସୂଚନା ଅନୁସାରେ ବିଜେଡିର ଦୀପାଳି ପ୍ରଥମ ରାଉଣ୍ଡରେ ୫୯୪୪ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେପିକୁ ମିଳିଛି ୩୨୩୮ଟି ଭୋଟ୍ । ସେହିପରି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ପ୍ରଥମ ରାଉଣ୍ଡରେ ମିଳିଛି ମାତ୍ର ୧୨୩ ଖଣ୍ଡ ଭୋଟ।

ପ୍ରଥମ ରାଉଣ୍ଡ ଗଣତିରେ ବର୍ତ୍ତମାନ ଦୀପାଳି ଦାସ ବିଜେପିର ଟଙ୍କଧର ତ୍ରିପାଠୀଙ୍କଠାରୁ ୨୭୦୬  ଭୋଟରେ ଆଗୁଆ ଅଛନ୍ତି। ଆଜି ସକାଳୁ ଝାରସୁଗୁଡା ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଥିଲା। ପ୍ରଥମେ ପୋଷ୍ଟାଲ ଭୋଟ ଗଣତି କରାଯାଇଥିଲା। ଏହାପରେ ଇଭିଏମ ଗଣତି ଆରମ୍ଭ କରାଯାଇଥିଲା।

jharsuguda ଝାରସୁଗୁଡା ଉପନିର୍ବାଚନ ଝାରସୁଗୁଡା ଫଳାଫଳ ଦୀପାଳି ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026
Latest News

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ବେଆଇନ ଏଲପିଜି ମହଜୁଦ ଏବଂ କଳାବଜାର ରୋକିବା ପାଇଁ ଚଢାଉ ଜାରି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.