Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଆଜିର ଖବର

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

May 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଶ୍ରୀମନ୍ଦିର
ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ

ପୁରୀ: ଆଜି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଆଜି ସନ୍ଧ୍ୟ। ୬ ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପରମ୍ପରା ଅନୁଯାୟୀ, ଆଜି ଦ୍ୱିପ୍ରହର ଧୂପ ସରିବାପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସନ୍ଧ୍ୟ। ୬ ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ନୀତି ସାଧାରଣ ଦର୍ଶନ
Share. Facebook Twitter LinkedIn Email WhatsApp Copy Link

Related Posts

କାଶ୍ମୀର: ସାଇବର ଠକେଇ ସହିତ ଜଡିତ ୨୨ ଟି ସ୍ଥାନରେ CIK ର ବଡ଼ ଧରଣର ଚଢାଉ

January 7, 2026

ମାଲେସିଆ ଓପନ୍ ସୁପର ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ: ଦ୍ୱିତୀୟ ରାଉଣ୍ଡରେ ପହଞ୍ଚିଲେ ଭାରତର ପିଭି ସିନ୍ଧୁ

January 7, 2026

ପୁରୁଣା ଦିଲ୍ଲୀରେ ବେଆଇନ ନିର୍ମାଣ ଭଙ୍ଗା ଅଭିଯାନରେ ପଥର ଫିଙ୍ଗା ମାମଲା: ପାଞ୍ଚ ଅଟକ

January 7, 2026

ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଏନଡିଏ ସହିତ ମେଣ୍ଟ ଘୋଷଣା କଲା ପିଏମକେ

January 7, 2026
Latest News

କାଶ୍ମୀର: ସାଇବର ଠକେଇ ସହିତ ଜଡିତ ୨୨ ଟି ସ୍ଥାନରେ CIK ର ବଡ଼ ଧରଣର ଚଢାଉ

January 7, 2026

ମାଲେସିଆ ଓପନ୍ ସୁପର ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ: ଦ୍ୱିତୀୟ ରାଉଣ୍ଡରେ ପହଞ୍ଚିଲେ ଭାରତର ପିଭି ସିନ୍ଧୁ

January 7, 2026

ପୁରୁଣା ଦିଲ୍ଲୀରେ ବେଆଇନ ନିର୍ମାଣ ଭଙ୍ଗା ଅଭିଯାନରେ ପଥର ଫିଙ୍ଗା ମାମଲା: ପାଞ୍ଚ ଅଟକ

January 7, 2026

ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଏନଡିଏ ସହିତ ମେଣ୍ଟ ଘୋଷଣା କଲା ପିଏମକେ

January 7, 2026

ବାଂଲାଦେଶକୁ ବଡ଼ ଝଟକା ଦେଲା ଆଇସିସି, ଭାରତରୁ ମ୍ୟାଚ୍ ସ୍ଥାନାନ୍ତର କରିବାର ଦାବିକୁ କଲା ପ୍ରତ୍ୟାଖ୍ୟାନ

January 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.