Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଡ୍ଡାଙ୍କୁ ଭେଟିଲେ ମନମୋହନ ସାମଲ, ଘୋଷଣା ହେବ ବିଜେପିର ନୂଆ ଟିମ୍
ଆଜିର ଖବର

ନଡ୍ଡାଙ୍କୁ ଭେଟିଲେ ମନମୋହନ ସାମଲ, ଘୋଷଣା ହେବ ବିଜେପିର ନୂଆ ଟିମ୍

May 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନଡ୍ଡାଙ୍କୁ ଭେଟିଲେ ମନମୋହନ ସାମଲ, ଘୋଷଣା ହେବ ବିଜେପିର ନୂଆ ଟିମ୍

ନୂଆଦିଲ୍ଲୀ: ଆଜି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି ଓଡିଶା ବିଜେପି ସଭାପତି ମନମୋହନ ସାମଲ। ଝାରସୁଗୁଡା ଉପନିର୍ବାଚନର ପରାଜୟ ପରେ ମନମୋହନ ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି। ସେ ଏହି ନିର୍ବାଚନରେ ପରାଜୟ କାରଣ ସଂପର୍କରେ ନଡ୍ଡାଙ୍କୁ ଅବଗତ କରାଇଥିବାର ଜଣାପଡିଛି।

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ପୁରୀ ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭ ଉଦଘାଟନ କରିବେ। ସେ ନେଇ ସେ ଆଲୋଚନା କରିଥିବାର ଜଣାପଡିଛି। ସେହିପରି ଆସନ୍ତା କୋଡିଏ ତାରିଖରେ ଓଡିଶା ରାଜ୍ୟ ବିଜେପିର କାର୍ଯ୍ୟକାରୀଣି ବୈଠକ ହେବାର ଅଛି। ସେ ନେଇ ନଡ୍ଡାଙ୍କ ସହିତ ମନମୋହନ ଆଲୋଚନା କରିଛନ୍ତି।

ଏଥିସହିତ ସେ ଓଡିଶା ବିଜେପିର ନୂଆ ଟିମ ତାଲିକା ସଂପର୍କରେ ନଡ୍ଡାଙ୍କ ସହିତ ଆଲୋଚନା କରିଛନ୍ତି। ଏହା ସହ ମନମୋହନ ରାଷ୍ଟ୍ରୀୟ ସଙ୍ଗଠନ ମହାସଚିବ ବି. ଏଲ ସନ୍ତୋଷ ଏବଂ ରାଷ୍ଟ୍ରୀୟ ମହାସଚିବ ତଥା ଓଡ଼ିଶା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଏବଂ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କୁ ମଧ୍ୟ ଭେଟିଥିବା ଜଣାପଡ଼ିଛି।

Odisha BJP ଓଡିଶା ବିଜେପି ଜେ ପି ନଡ୍ଡା ମନମୋହନ ସାମଲ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Latest News

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.