Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଧରମେୟା, ଡିକେ ଶିବ କୁମାର ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଧରମେୟା, ଡିକେ ଶିବ କୁମାର ଉପମୁଖ୍ୟମନ୍ତ୍ରୀ

May 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଧରମେୟା, ଡିକେ ଶିବ କୁମାର ଉପମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକରେ ନୂଆ ସରକାର: ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ସିଦ୍ଧେରମେୟା। ଏକ ବର୍ଣ୍ଣାଢ୍ୟ ଉତ୍ସବରେ ତାଙ୍କୁ ପଦ ଓ ଗୋପନୀୟତା ଶପଥ କରାଇଛନ୍ତି ରାଜ୍ୟପାଳ ଥବିରେଚାନ୍ଦ ଗେହେଲେଟ। ଏହାପରେ ଉପମୁଖ୍ୟମନ୍ତ୍ରୀ ଭାବେ ଡି କେ ଶିବକୁମାର ମଧ୍ୟ ଶପଥ ଗ୍ରହଣ କରିଛନ୍ତି।

ଆଜି ବାଙ୍ଗାଲୁରୁର ଶ୍ରୀ କଣ୍ଟେରାଭା ଷ୍ଟାଡିୟମରେ ଏହି ବର୍ଣ୍ଣାଢ୍ୟ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯାଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କରିଛନ୍ତି। ଏଥିସହିତ ଆଜି କେବଳ ଆଠ ଜଣ କ୍ୟାବିନେଟ ମନ୍ତ୍ରୀ ଶପଥ ନେଇଛନ୍ତି। ଏହି ଉତ୍ସବରେ ରାହୁଳ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଯୋଗଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026
Latest News

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.