Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓକାକ୍‌ ଡାଟା ସେଣ୍ଟର ପରିଦର୍ଶନ କଲେ ଆଇଟି ଉପଦେଷ୍ଟା ଅନୁଭବ ପଟ୍ଟନାୟକ
ଆଜିର ଖବର

ଓକାକ୍‌ ଡାଟା ସେଣ୍ଟର ପରିଦର୍ଶନ କଲେ ଆଇଟି ଉପଦେଷ୍ଟା ଅନୁଭବ ପଟ୍ଟନାୟକ

May 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓକାକ୍‌ ଡାଟା ସେଣ୍ଟର ପରିଦର୍ଶନ କଲେ ଆଇଟି ଉପଦେଷ୍ଟା ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର: ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ଉପଦେଷ୍ଟା ଶ୍ରୀ ଅନୁଭବ ପଟ୍ଟନାୟକ ଆଜି ଓକାକ୍‌ ସ୍ଥିତ ଡାଟା ସେଣ୍ଟର ପରିଦର୍ଶନ କରି ସେଠାରେ ଉପଲବ୍ଧ ସମସ୍ତ ବ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି । ଆଜିର ଡିଜିଟାଲ ଯୁଗରେ ବିଭିନ୍ନ ସରକାରୀ ବ୍ୟବସ୍ଥା କିଭଳି ଲୋକଙ୍କ କାର୍ଯ୍ୟରେ ଆସୁଛି ଏବଂ ସରକାରୀ ବିଭାଗର ବିଭିନ୍ନ ଡାଟା କିପରି ସୁରକ୍ଷିତ ଭାବେ ସରଂକ୍ଷିତ ହେଉଛି, ସେ ସମ୍ପର୍କରେ ଅଧିକାରୀ ଓ କର୍ମଚାରୀଙ୍କ ସହ ସେ ଆଲୋଚନା କରିଛନ୍ତି ।

ସୂଚନା ଅନୁଯାୟୀ ବର୍ତ୍ତମାନ ୪୫ଟି ରେକ୍‌ ବିଶିଷ୍ଟ ବ୍ୟବସ୍ଥା ମଧ୍ୟରେ ଓଡ଼ିଶା ସରକାରଙ୍କର ୪୬୦ରୁ ଊଦ୍ଧ୍ୱର୍ ଆପ୍ଲିକେସନର ଡାଟା ସରଂକ୍ଷିତ ହୋଇପାରୁଛି । ଆହୁରି ୮୮ ଗୋଟି ରେକ୍‌ର ପ୍ରସ୍ତୁତି ହେଉଛି, ଯାହାକି ଆଗାମୀ ଦିନରେ ଏହି ଡାଟା ସଂରକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିପାରିବ ।

ବର୍ତ୍ତମାନ ଏହାର ଦୁଇଟି କେନ୍ଦ୍ର କୋରାପୁଟ ଏବଂ ସୁନ୍ଦରଗଡ଼ରେ ହେବା ପାଇଁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ରାଜ୍ୟବ୍ୟାପୀ ଏହି ବ୍ୟବସ୍ଥା କିଭଳି ଅଧିକ ସୁଦୃଢ ହୋଇପାରିବ ସେ ବିଷୟରେ ଶ୍ରୀ ପଟ୍ଟନାୟକ ବିସ୍ତୃତ ଆଲୋଚନା କରିବା ସହ ଏପରି ଯୁଗାନ୍ତକାରୀ ବ୍ୟବସ୍ଥା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ଏହି ଗସ୍ତ ଅବସରରେ ଏନ୍‌ଆଇସି ଓ ଡାଟା ସେଣ୍ଟରର ଅପରେସନ୍‌ ବିଭାଗର ଅଧିକାରୀ ଏବଂ ଓକାକ୍‌ର କର୍ମଚାରୀମାନେ ଉପସ୍ଥିତ ଥିଲେ ।

ଅନୁଭବ ପଟ୍ଟନାୟକ ଓକାକ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.