Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ
ଆଜିର ଖବର

ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

May 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଶ୍ରାଦ୍ଧ ଦିବସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ଭୁବନେଶ୍ୱର ରାଜୀବ ଭବନ ପରିସରରେ ଥିବା ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ କଂଗ୍ରେସ ନେତୃ ବୃନ୍ଦ ମାଲ୍ୟର୍ପଣ କରିଥିଲେ।

ପରେ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ରାଜୀବଜୀଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟ କ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ପୂର୍ବଚନ ପିସିସି ସଭାପତି ଶ୍ରୀ ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଂଟିଆ, ସୁରେଶ କୁମାର ରାଉତରାୟ, ଅନନ୍ତ ସେଠୀ, ଶିବାନନ୍ଦ ରାୟ, ବିଜୟ ପଟ୍ଟନାୟକ, ସିଏସ ରାଜନ ଏକ୍କା, କିଶୋର ଜେନା, ଲଲାଟେନ୍ଦୁ ମହାପାତ୍ର, ବିଶ୍ୱଜିତ ଦାଶ, ୟାସିର ନୱାଜ, ମନୋରଞ୍ଜନ ଦାଶ, ଶ୍ରୀନିବାସ ରାଉତରାୟ, ମାନସ ଅଚାର୍ଯ୍ୟ ଉପସ୍ଥିତ ଥିଲେ।

ସେହିପରି ତରୁଣ ମିଶ୍ର, ପ୍ରକାଶ ମିଶ୍ର, ସୁଦର୍ଶନ ଦାସ, ସୁବ୍ରତ ମହାପାତ୍ର, ରଣଜିତ ପାତ୍ର, ସଂକୁନା କହଁର, ଅଜୟ ସାହୁ, ଶିଳ୍ପିଶ୍ରୀ ହରଚନ୍ଦନ, ଜୟକୃଷ୍ଣ ସୁବୁଦ୍ଧି, ସଂଜୟ ମିଶ୍ର, ବିରେନ ସେନାପତି, କୈଳାସ ସାହୁ, ମଂଟୁ ମଲ୍ଲିକ, ସେନ ହେମ୍ବ୍ରମ, ପ୍ରଣତି ମିଶ୍ର, ପ୍ରଭାତ ପ୍ରତାପ ସିଂ, ବିନୋଦ ପାଣି, ସୁଧାଂଶୁ ମହାନ୍ତି, ମନୋରଞ୍ଜନ ରାଉତରାୟ, ଅମିତା ବିଶ୍ୱାଳ, ଜ୍ୟୋତିଷ ସାହୁ, ଆଲୋକ ମହାନ୍ତି, ଲିଙ୍ଗରାଜ ସାହୁ, ଖଗେଶ୍ୱର ମଲ୍ଲିକ, ଦେବେନ୍ଦ୍ର ଦାସ, ଗୁଣନିଧି ଶା, ଶ୍ରୀୟାସ୍ମିତା ପଣ୍ଡା ପ୍ରମୁଖ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ ।

Rajiv Gandhi ରାଜୀବ ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026
Latest News

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.