Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ୟାବିନେଟ ମନ୍ତ୍ରୀ ହେବା ପାଇଁ ନବୀନ ନିବାସରୁ ତିନିଜଣଙ୍କ ପାଖକୁ ଗଲା ଫୋନ
ଆଜିର ଖବର

କ୍ୟାବିନେଟ ମନ୍ତ୍ରୀ ହେବା ପାଇଁ ନବୀନ ନିବାସରୁ ତିନିଜଣଙ୍କ ପାଖକୁ ଗଲା ଫୋନ

May 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ ମନ୍ତ୍ରୀ ହେବା ପାଇଁ ନବୀନ ନିବାସରୁ ତିନିଜଣଙ୍କ ପାଖକୁ ଗଲା ଫୋନ
ଭୁବନେଶ୍ବର: ଶେଷରେ ତିନିଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ କରାଯିବ ବୋଲି ତାଙ୍କ ନାମ ବର୍ତ୍ତମାନ ପ୍ରକାଶ ପାଇଛି। ଆସନ୍ତାକାଲି ଶପଥ ଗ୍ରହଣ ବେଳେ ଏହି ତିନିଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସନ୍ନ ନାୟକ ଏବଂ ସୁଦାମ ମାରାଣ୍ଡି। ଏହି ତିନିଜଣ ପୂର୍ବରୁ ନବୀନଙ୍କ ମନ୍ତ୍ରୀ ମଣ୍ଡଳରେ ମନ୍ତ୍ରୀ ଥିଲେ।

ଆସନ୍ତାକାଲି ସକାଳ ୯ ଟା ୫୦ରେ ଲୋକସଭା ଭବନରେ ଥିବା ପ୍ରେକ୍ଷାଳୟରେ ଏମାନେ ଶପଥ ନେବେ। ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ତାଙ୍କୁ ଶପଥପାଠ କରାଇବେ। ପୂର୍ବରୁ ଆଶା କରାଯାଉଥିଲା ଯେ, ନବୀନ ଗଂଜାମ ଜିଲ୍ଲାର ସଂଗଠନ ପାଇଁ କାହାକୁ ମନ୍ତ୍ରୀ କରିବେ। ସେଥିପାଇଁ ବିକ୍ରମ କେଶରୀ ଆରୁଖଙ୍କୁ ମନୋନିତ କରାଯାଇଛି। ସେହିପରି ପଶ୍ଚିମ ଓଡିଶା ଏବଂ ମୟୁରଭଂଜ ସଂଗଠନ ପାଇଁ ନବୀନ ସାରଦା ନାୟକ ଏବଂ ସୁଦାମ ମାରାଣ୍ଡିଙ୍କୁ ମନୋନିତ କରିଛନ୍ତି।

ନୂଆ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମନ୍ତ୍ରୀ ମଣ୍ଡଳ ସାରଦା ନାୟକ ସୁଦାମ ମାରାଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026
Latest News

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.