Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିନି ମନ୍ତ୍ରୀଙ୍କୁ ଶପଥ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ
ଆଜିର ଖବର

ତିନି ମନ୍ତ୍ରୀଙ୍କୁ ଶପଥ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ

May 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ତିନି ମନ୍ତ୍ରୀଙ୍କୁ ଶପଥ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ

ଭୁବନେଶ୍ବର: ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଆଜି ତିନି ନୂଆମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଏବଂ ସାରଦା ନାୟକ। ସେମାନଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ଶପଥପାଠ କରାଇଛନ୍ତି। ଲୋକସଭା ଭବନରେ ଥିବା କନଭେନସନ ହଲରେ ତାଙ୍କୁ ଶପଥ କରାଯାଇଛି।

ଏହି ଶପଥ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ମନ୍ତ୍ରୀ ମଣ୍ଡଳର ସମସ୍ତ ସଦସ୍ୟ ଏବଂ ବିଧାୟକଗଣ ଉପସ୍ଥିତ ଥିଲେ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ପ୍ରେକ୍ଷାଳୟକୁ ସମସ୍ତ ଅତିଥୀ ପହଞ୍ଚିସାରିଥିଲେ। ଏହାପରେ ରାଜ୍ୟପାଳ ଆସିବା ପରେ ଶପଥପାଠ ଆରମ୍ଭ କରାଯାଇଥିଲା। ଆଉ କିଛି ସମୟ ପରେ ସେମାନଙ୍କୁ ଦାୟିତ୍ବ ବଣ୍ଟନ କରାଯିବ। ସମସ୍ତେ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ବିକ୍ରମ ଆରୁଖ ଶପଥପାଠ ସାରଦା ନାୟକ ସୁଦାମ ମାରାଣ୍ଡି ସୁଦାମ ମାର୍ଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026

ଗୁଣିଆ ଠାରୁ ଚେରମୂଳୀ ଖାଇ ନିଃସନ୍ତାନ ଦମ୍ପତି ମୃତ

August 26, 2026
Latest News

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026

ଗୁଣିଆ ଠାରୁ ଚେରମୂଳୀ ଖାଇ ନିଃସନ୍ତାନ ଦମ୍ପତି ମୃତ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.