Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ଏଣିକି ଶିବ ମନ୍ଦିରରେ ଗଂଜେଇ ବ୍ୟବହାର ମନା, ସଂସ୍କୃତି ବିଭାଗର ନିର୍ଦ୍ଦେଶ
ଆଜିର ଖବର

Breaking News: ଏଣିକି ଶିବ ମନ୍ଦିରରେ ଗଂଜେଇ ବ୍ୟବହାର ମନା, ସଂସ୍କୃତି ବିଭାଗର ନିର୍ଦ୍ଦେଶ

May 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ଏଣିକି ଶିବ ମନ୍ଦିରରେ ଗଂଜେଇ ବ୍ୟବହାର ମନା, ସଂସ୍କୃତି ବିଭାଗର ନିର୍ଦ୍ଦେଶ

ଭୁବନେଶ୍ବର: ଏଣିକି ଭକ୍ତମାନେ ଶିବ ମନ୍ଦିରରେ ଗଂଜେଇ ଟାଣିପାରିବେ କି ବ୍ୟବହାର କରିପାରିବେ ନାହିଁ। ଯଦି କିଏ ଏମିତି କାମ କରେ ତେବେ ତା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠନ ନିଆଯିବ। ଏ ନେଇ ଆଜି ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଚିଠି କରିଛି। ବିଭାଗୀୟ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କ ଦସ୍ତଖତରେ ସବୁ ଜିଲ୍ଲାପାଳ, ଏସପିଙ୍କୁ ଏହି ଚିଠି କରାଯାଇଛି।

ଏଥିରେ ଉଲ୍ଲେଖ କରାଯାଇଛି ଯେ, ଶୈବ୍ୟପିଠରେ ଗଂଜେଇ ବ୍ୟବହାର ନିଷେଧ ସଂପର୍କରେ ପଦକ୍ଷେପ ନେବା ପାଇଁ କୁହାଯାଇଛି। ଏ ନେଇ ଅନ୍ତ ବଳିଆ ଟ୍ରଷ୍ଟ ତରଫରୁ ସଂସ୍କୃତି ବିଭାଗକୁ ଅନୁରୋଧ କରାଯାଇଥିଲା। ପୂଜ୍ୟପୂଜକ ବଳିଆଙ୍କ ଅନୁରୋଧ କ୍ରମେ ସଂସ୍କତି ବିଭାଗ ମନ୍ତ୍ରୀ ଏ ନେଇ ନିଷ୍ପତି ଗ୍ରହଣ କରିଛନ୍ତି। ସେହି ଅନୁସାରେ ଜିଲ୍ଲାପାଳ ଏବଂ ଏସପି ଏହା ଉପରେ ପଦକ୍ଷେପ ଗ୍ରହଣ କରିବେ।

ଗଂଜେଇ ଶିବ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026

ସାମାନ୍ୟ ବିବାଦରୁ ବୋମାମାଡ଼

September 15, 2026

୧୭ ଯାଏଁ ବର୍ଷା ଚେତାବନୀ: ୨୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 14, 2026

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ହିନ୍ଦୀ ପଖୱାଡା–୨୦୨୬ ଆରମ୍ଭ

September 14, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026

ସାମାନ୍ୟ ବିବାଦରୁ ବୋମାମାଡ଼

September 15, 2026

୧୭ ଯାଏଁ ବର୍ଷା ଚେତାବନୀ: ୨୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 14, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ହିନ୍ଦୀ ପଖୱାଡା–୨୦୨୬ ଆରମ୍ଭ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.