Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ଅଭିନେତା ଶରଥ ବାବୁଙ୍କ ବିୟୋଗ, ପ୍ରଧାନମନ୍ତ୍ରୀଙ୍କ ଶୋକ
ଆଜିର ଖବର

ବରିଷ୍ଠ ଅଭିନେତା ଶରଥ ବାବୁଙ୍କ ବିୟୋଗ, ପ୍ରଧାନମନ୍ତ୍ରୀଙ୍କ ଶୋକ

May 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଅଭିନେତା ଶ୍ରୀ ଶରଥ ବାବୁଙ୍କ ବିୟୋଗ, ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ଆଜି ବରିଷ୍ଠ ଅଭିନେତା ଶରଥ ବାବୁଙ୍କର 71 ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ବହୁ ଚଳଚିତ୍ରରେ ଅଭିନେତା ଭାବେ ଅଭିନୟ କରିଛନ୍ତି। ମୁଖ୍ୟତଃ ଦକ୍ଷିଣ ଭାରତୀୟ ଚଳଚିତ୍ରରେ ସେ ଜଣ ପରିଚିତ ନାମ। ତାଙ୍କ ବିୟୋଗରେ ବହୁ ବିଶିଷ୍ଠ ବ୍ୟକ୍ତିମାନେ ଶୋକ ବ୍ୟକ୍ତ କରିଛନ୍ତି।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବରିଷ୍ଠ ଅଭିନେତା ଶ୍ରୀ ଶରଥ ବାବୁଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶ୍ରୀ ଶରଥ ବାବୁ ଜୀ ବହୁମୁଖୀ ଓ ସୃଜନଶୀଳ ଥିଲେ। ନିଜ ଦୀର୍ଘ ଫିଲ୍ମ କ୍ୟାରିୟର ମଧ୍ୟରେ ସେ ବିଭିନ୍ନ ଭାଷାରେ କରିଥିବା ବହୁ ଲୋକପ୍ରିୟ ଫିଲ୍ମ ପାଇଁ ସ୍ମରଣୀୟ ହୋଇରହିବେ। ତାଙ୍କ ବିୟୋଗରେ ଦୁଃଖିତ। ତାଙ୍କ ପରିବାର ଓ ପ୍ରଶଂସକମାନଙ୍କୁ ସମବେଦନା ଜଣାଉଛି। ଓମ ଶାନ୍ତି ।”

ଅଭିନେତା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

୨୨ ଏପ୍ରିଲରେ ଧନୁ ଏବଂ କନ୍ୟା ରାଶି ପାଇଁ ବଡ଼ ଲାଭ, ପଦୋନ୍ନତିର ସଙ୍କେତ!

April 22, 2026

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026
Latest News

୨୨ ଏପ୍ରିଲରେ ଧନୁ ଏବଂ କନ୍ୟା ରାଶି ପାଇଁ ବଡ଼ ଲାଭ, ପଦୋନ୍ନତିର ସଙ୍କେତ!

April 22, 2026

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.