Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ବାଚସ୍ପତି ନିର୍ବାଚନ : ଦୁଇଦିନରେ ୧୪୧ ବିଧାୟକ ନେଲେ ଶପଥ
ଆଜିର ଖବର

ଆସନ୍ତାକାଲି ବାଚସ୍ପତି ନିର୍ବାଚନ : ଦୁଇଦିନରେ ୧୪୧ ବିଧାୟକ ନେଲେ ଶପଥ

May 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଧାନସଭା ବାଚସ୍ପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବାଚସ୍ପତି ନିର୍ବାଚନ ପାଇଁ ବିଧାସଭା ସଚିବ ଏକ ନୋଟିସ ଜାରି କରିଛନ୍ତି। ଶନିବାର ଦିନ ୧୧ଟା ବେଳେ ବିଧାନସଭା ଅଧିବେଶନରେ ବାଚସ୍ପତି ନିର୍ବାଚନ ହେବ। ବାଚସ୍ପତି ଭାବେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନାମ ମୁଖ୍ୟମନ୍ତ୍ରୀ ସୁପାରିଶ କରିଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଏନେଇ ସୂଚନା ଦେଇଛନ୍ତି। ପଞ୍ଚମଥର ପାଇଁ ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଶାସନ କ୍ଷମତାକୁ ହାତେଇଛନ୍ତି। ବୁଧବାର ଦିନ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ୨୦ ଜଣିଆ ଟିମ୍‌ ଶପଥ ଗ୍ରହଣ କରିଥିଲେ। ଗତକାଲି ୧୦୬ ବିଧାୟକ ଶପଥ ଗ୍ରହଣ କରିଥିବାବେଳେ ଆଜି ୩୫ଜଣ ବିଧାୟକ ଶପଥ ଗ୍ରହଣ କରିଛନ୍ତି।ଏହି ବିଧାୟକଙ୍କୁ କାମଚଳା ବାଚସ୍ପତି ଅମର ଶତପଥୀ ଶପଥ ଗ୍ରହଣ କରାଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.