Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଆପଣଙ୍କ ପାଖେପାଖେ ବୁଲୁଛି ସାପଠାରୁ ଆହୁରି ଏକ ଭୟଙ୍କର ପ୍ରାଣୀ
ଆଜିର ଖବର

ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଆପଣଙ୍କ ପାଖେପାଖେ ବୁଲୁଛି ସାପଠାରୁ ଆହୁରି ଏକ ଭୟଙ୍କର ପ୍ରାଣୀ

May 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ମଣିଷ ପାଇଁ ସାପଠାରୁ ଆହୁରି ଏକ ଭୟଙ୍କର ପ୍ରାଣୀ ରହିଛି। ଆପଣ ସାପ ଦେଖିଲେ ଜାଣିପାରିବେ ବା ଚିହ୍ନି ପାରିବେ। ହେଲେ ଏହି ଭୟଙ୍କର ପ୍ରାଣୀକୁ ଚିହ୍ନିବା କାଠିକର ପାଠ। ସେହିପରି ସାପକୁ ଯଦି ଆପଣ ଆଘାତ କରିବେ ସେ ହୁଏତ ଦଂଶନ କରିବ। କିନ୍ତୁ ଏହି ପ୍ରାଣୀକୁ ଆପଣ କିଛି କରନ୍ତୁ ବା ନ କରନ୍ତୁ ଆପଣଙ୍କୁ ଖାଇଦେବ।

ଆଚାର୍ଯ୍ୟ ଚାଣକ୍ୟଙ୍କ ହିସାବରେ ସେହି ଭୟଙ୍କର ପ୍ରାଣୀଟି ହେଉଛି ଦୁର୍ଜନ ବ୍ୟକ୍ତି। ଚାଣକ୍ୟ ନୀତିରେ ଉଲ୍ଲେଖ ରହିଛି ଯେ ମଣିଷ ପାଇଁ ଏହି ଦୁର୍ଜନ ବ୍ୟକ୍ତି ଭାରି ସାଙ୍ଘାତିକ ତଥା ଭୟଙ୍କର। ସାପକୁ ଆପଣ ଦେଖିଲେ ଜାଣିପାରିବେ ଏହା ଦୁଷ୍ଟ ଜନ୍ତୁ ବୋଲି। ହେଲେ ଏହି ଦୁର୍ଜନ ମଣିଷକୁ ଚିହ୍ନିବା କାଠିକର ପାଠ।

କୌଣସି ଆଘାତ କଲେ ସାପ ଦଂଶନ କରେ ଏବଂ ମଣିଷ ହୁଏତ ମୃତ୍ୟୁ ମୁଖରେ ପଡିପାରେ, କିମ୍ବା ଔଷଧ ଦ୍ବାରା ଭଲ ହୋଇପାରେ। ହେଲେ ଏହି ଦୁର୍ଜନ ଲୋକଙ୍କ ଦଂଶନ ଏହିପରି ଯେ, ଆପଣଙ୍କର ମୃତ୍ୟୁ ହେବ ନାହିଁ ହେଲେ ମଲା ଲୋକଙ୍କ ପରି ଅବସ୍ଥା କରିଦେବ। କେତେବେଳେ ସେ କଣ କରିବ ଆପଣ କେବେ ଭାବି ପାରିବେ ନାହିଁ। ଯାହାର ପ୍ରତିକାର କରିବା ପାଇଁ କୌଣସି ଔଷଧ ମଧ୍ୟ ନାହିଁ। ସେଥିପାଇଁ ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଏହିପରି ବ୍ୟକ୍ତିଙ୍କୁ ବେଳୁ ହିଁ ସାବଧାନ ରୁହନ୍ତୁ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ଭୟଙ୍କର ପ୍ରାଣୀ ସାପ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.