Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କନ୍ଧମାଳରୁ ଚାଲାଣ ହେଉଥିଲା ଗଞ୍ଜେଇ, ନୟାଗଡରୁ ଜବତ କଲା ଏସଟିଏଫ: ଦୁଇ ଗିରଫ
ଆଜିର ଖବର

କନ୍ଧମାଳରୁ ଚାଲାଣ ହେଉଥିଲା ଗଞ୍ଜେଇ, ନୟାଗଡରୁ ଜବତ କଲା ଏସଟିଏଫ: ଦୁଇ ଗିରଫ

May 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କନ୍ଧମାଳରୁ ନୟାଗଡ଼ ଦେଇ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଏସଟିଏଫ ମାଡି ବସିଛି। ଦୁଇ ଜଣ ଗିରଫ। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି।  ପୁର୍ବରୁ ଖବର ପାଇ ଇଟାମାଟି ପୋଲିସ ସହାୟତାରେ ଏସଟିଏଫ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା।

ତେବେ ପରିଶେଷରେ ଏକ ନିର୍ଦ୍ଦିଷ୍ଟ ଇନୋଭା କାରକୁ ଠାବ କରି ତାଲାସି ନେଇଥିଲା ଏସଟିଏଫ। ତାଲାସି ବେଳେ ଉକ୍ତ କାରରୁ ୧୦୬ କେଜିରୁ ଉର୍ଦ୍ଧ୍ଵ ଗଞ୍ଜେଇ ଜବତ ହୋଇଥିବା ବେଳେ ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି।

ଗିରଫ ଅଭିଯୁକ୍ତ ଦ୍ବୟ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଞ୍ଚଳର ଯୁଗଳ ନାୟକ (୨୯) ଏବଂ ଫୁଲବାଣୀ ଥାନା ଅଞ୍ଚଳର ରଞ୍ଜିତ ଭୋଇ (୨୪)। ଏ ସଂକ୍ରାନ୍ତରେ ଇଟାମାଟି ଥାନାରେ କେସ ନମ୍ବର ୧୨୯/୨୩ ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ଜଣାପଡିଛି।

ଏସଟିଏଫ କନ୍ଧମାଳ ଗଞ୍ଜେଇ ଚାଲାଣ ଦୁଇ ଗିରଫ ନୟାଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.