Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିତ୍ୟକ୍ତ କୂପରେ ପଡ଼ିଲା ମାଈ ହାତୀ: ଉଦ୍ଧାର କଲା ବନବିଭାଗ
ଆଜିର ଖବର

ପରିତ୍ୟକ୍ତ କୂପରେ ପଡ଼ିଲା ମାଈ ହାତୀ: ଉଦ୍ଧାର କଲା ବନବିଭାଗ

May 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ରେଢ଼ାଖୋଲ ବନଖଣ୍ଡ ବଡମାଳ ସେକସନ୍ ସାଗଯୋରୀ ବିଟ କଉଡ଼ିଆପାଲି ଗ୍ରାମର ନିକଟସ୍ଥ ଏକ ପରିତ୍ୟକ୍ତ କୂଅରେ ଏକ ମାଈ ହାତୀ ପଡ଼ିବା ଏବଂ ଶେଷରେ ବନବିଭାଗ ତାକୁ ଉଦ୍ଧାର କରି ଜଙ୍ଗଲ ମଧ୍ୟରେ ଛାଡ଼ିଥିବା ଖବର ଜଣା ପଡ଼ିଛି।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ୪ରୁ ୫ ପଟିଆ ହାତୀ ପଲ କଉଡ଼ିଆପାଲି ଗ୍ରାମ ର ନିକଟସ୍ଥ ଜଙ୍ଗଲଦେଇ ଯାଉଥିଲେ। ହେଲେ ଅସାବଧାନବସତଃ ମାଈ ହାତୀଟିଏ ପରିତ୍ୟକ୍ତ କୂଅରେ ପଡ଼ିଯାଇଥିଲା। ବନବିଭାଗ ଖବର ପାଇ ଘଟଣା ସ୍ଥଳରେ ପହଂଚି ଜେସିବି ମେସିନ୍ ସାହାଯ୍ୟରେ କୂଅର ମାଟିକୁ କାଢ଼ିଲା ପରେ ହାତୀ ଟି କୂଅରୁ ବାହାରି ଆସିଥିଲା।

ବନବିଭାଗ ନିକଟସ୍ଥ ସଂରକ୍ଷିତ ଜଙ୍ଗଲକୁ ହାତୀକୁ ଘଉଡ଼ାଇ ଦେଇଥିଲେ। ବନବିଭାଗ ର କର୍ମଚାରୀ, ଦମକଳବାହିନୀ ସହଯୋଗ କରିଥିଲେ।

ରେଢ଼ାଖୋଲ ବନଖଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.