Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରମ୍ଭ ହେଲା ୩୧ ତମ ନୃତ୍ୟାଞ୍ଜଳି ଓଡିଶୀ ନୃତ୍ୟ ସଂଗୀତ ମହୋତ୍ସବ: ବିମୋହିତ ହେଲେ ଦର୍ଶକ
ଆଜିର ଖବର

ଆରମ୍ଭ ହେଲା ୩୧ ତମ ନୃତ୍ୟାଞ୍ଜଳି ଓଡିଶୀ ନୃତ୍ୟ ସଂଗୀତ ମହୋତ୍ସବ: ବିମୋହିତ ହେଲେ ଦର୍ଶକ

May 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶାର ଅନନ୍ୟ ପରିଚୟ ତଥା ବିଶ୍ୱରେ ପ୍ରଶଂସିତ ଓଡିଶୀ ନୃତ୍ୟ ଓ ସଂଗୀତର ପ୍ରଚାର ଓ ପ୍ରସାର ପାଇଁ ଦୀର୍ଘ ୩୧ ବର୍ଷ ଧରି ନିରବଛିନ୍ନ ଭାବେ କାର୍ଯ୍ୟ କରି ଆସୁଥିବା “ନୃତ୍ୟଞ୍ଜଳି ” ଅନୁଷ୍ଠାନର ୩୧ ତମ ମହୋତ୍ସବ ଓ ସମ୍ବର୍ଦ୍ଧନା ପର୍ବ ଶନିବାର ଠାରୁ ଓଡିଶୀ ଗବେଷଣା ପ୍ରତିଷ୍ଠାନ ଉତ୍କଳ ରଙ୍ଗମଞ୍ଚ ଠାରେ ଆରମ୍ଭ ହୋଇଯାଇଛି। ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମର ପ୍ରଥମ ଦିବସରେ ଗତକାଲି ପୂର୍ବାହ୍ନ ୧୦ ଟା ରେ ଆରମ୍ଭ ହୋଇଥିଲା।

ରାଜ୍ୟ, ଦେଶ ତଥା ବିଦେଶର ଅନେକ ଓଡିଶୀ ନୃତ୍ୟଶିଳ୍ପୀ ଏହି କାର୍ଯ୍ୟକ୍ରମରେ ନୃତ୍ୟ ପରିବେଷଣ କରିବା କାର୍ଯ୍ୟକ୍ରମ ଅନୁଯାଇ ପ୍ରାୟ ୭୦ ରୁ ଉର୍ଦ୍ଧ୍ଵ ନୃତ୍ୟଶିଳ୍ପୀ ନୃତ୍ୟ ପରିବେଷଣ କରି ଦର୍ଶକଙ୍କୁ ବିମୋହିତ କରିଥିଲେ। ପୂର୍ବାହ୍ନ ଅଧିବେଶନରେ ମର୍ଦଳ ଗୁରୁ ଧନେଶ୍ୱର ସ୍ୱାଇଁ ନୃତ୍ୟଶିଳ୍ପୀ ମାନଙ୍କୁ ସମ୍ମାନିତ କରିଥିଲେ। ସନ୍ଧ୍ୟାର ସମ୍ବର୍ଦ୍ଧନା ଉତ୍ସବରେ ବିଶିଷ୍ଟ ନୃତ୍ୟଗୁରୁ ସ୍ନେହପ୍ରଭା ସାମନ୍ତରାୟ, ଓଡିଶl ସଂଗୀତ ନାଟକ ଏକାଡେମୀର ସଭାପତି ପ୍ରବୋଧ ରଥ, ଗୁରୁ ସୁକାନ୍ତ କୁଣ୍ଡୁ, ସଂଗୀତ ମହାବିଦ୍ୟାଳୟ ଅଧକ୍ଷ ବିଜୟ ଜେନା, ନୃତ୍ୟ ଗୁରୁ ଦୁର୍ଗା ଚରଣ ରଣବିର, ଗଙ୍ଗାଧର ବିଶ୍ୱାଳ, ପୁଷ୍ପରଞ୍ଜନ ମଙ୍ଗରାଜ ଆଦି ଉପସ୍ଥିତ ରହି ଗୁରୁ ଶ୍ରୀ ନିରଞ୍ଜନ ରାଉତ ଓ ଶ୍ରୀ ଶରତ ଚନ୍ଦ୍ର ଧଳଙ୍କୁ ନୃତ୍ୟାଞ୍ଜଳି ସମ୍ମାନରେ ସମ୍ମାନିତ କରାଯାଇଥିଲା ଓ ସନ୍ଧ୍ୟାରେ ବରିଷ୍ଠ ଓ ସୁନାମଧନ୍ୟ କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026

ଆଚାର୍ଯ୍ୟ ବିଶ୍ୱରଞ୍ଜନ ହେଲେ ଓୟୁଜେ ରାଜ୍ୟ ସମ୍ପାଦକ

January 12, 2026

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026
Latest News

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026

ଆଚାର୍ଯ୍ୟ ବିଶ୍ୱରଞ୍ଜନ ହେଲେ ଓୟୁଜେ ରାଜ୍ୟ ସମ୍ପାଦକ

January 12, 2026

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.