Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଙ୍ଗା ପ୍ରଦୂଷଣ ନେଇ ଉଦ୍‌ବେଗ : ତିନୋଟି ରାଜ୍ୟକୁ ଏନ୍‌ଜିଟିର ୨୫ ଲକ୍ଷ ଜରିମାନା
ଆଜିର ଖବର

ଗଙ୍ଗା ପ୍ରଦୂଷଣ ନେଇ ଉଦ୍‌ବେଗ : ତିନୋଟି ରାଜ୍ୟକୁ ଏନ୍‌ଜିଟିର ୨୫ ଲକ୍ଷ ଜରିମାନା

June 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ngt fined three states on ganga river issue
ngt fined three states on ganga river issue

ଗଙ୍ଗା ନଦୀକୁ ବାରମ୍ବାର ପ୍ରଦୂଷିତ କରୁଥିବାରୁ ତିନୋଟି ରାଜ୍ୟକୁ ୨୫ ଲକ୍ଷ ଟଙ୍କାର ଜରିମାନା ପ୍ରଦାନ କରିଛନ୍ତି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)। ବିହାର, ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗ ଉପରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନଜିଟି) ଅସନ୍ତୋଷ ପ୍ରକାଶ କରିବା ସହିତ ଏହି ୩ଟି ରାଜ୍ୟକୁ ୨୫ ଲକ୍ଷ ଟଙ୍କା ଲେଖାଏ ଜରିମାନା ଲାଗୁ କରିଛନ୍ତି। ରାଜ୍ୟଗୁଡ଼ିକ ଦୂଷିତ ପାଣିକୁ ସ୍ବଚ୍ଛ ନ କରି ସିଧାସଳଖ ଗଙ୍ଗାକୁ ଛାଡ଼ୁଥିବାରୁ ନଦୀର ଦଳ ଦୂଷିତ ହେଉଛି। ତେଣୁ ଏନଜିଟି ଉପରୋକ୍ତ ୩ ରାଜ୍ୟକୁ ସିୱେଜ ପ୍ରକଳ୍ପ ନିର୍ମାଣ କରିବାକୁ ନିର୍ଦେଶ ଦେଇଥିଲେ ମଧ୍ୟ କୌଣସି ରାଜ୍ୟ ତାହାକୁ ପାଳନ କରିନାହାନ୍ତି। ବିହାର ବର୍ତ୍ତମାନ ସୁଦ୍ଧା ଗୋଟିଏ ହେଲେ ସିୱେଜ ପ୍ରକଳ୍ପ ଶେଷ କରି ନ ଥିବାବେଳେ ପଶ୍ଚିମବଙ୍ଗା ୨୨ରୁ ୩ଟି ପ୍ରକଳ୍ପ ସମ୍ପୂର୍ଣ୍ଣ କରିଛି। ଝାଡ଼ଖଣ୍ଡ ବି ଆବଶ୍ୟକ ସଂଖ୍ୟକ ସିୱେଜ ପ୍ରକଳ୍ପ କରିବାରେ ବିଫଳ ହୋଇଛି। ଏ ନେଇ ଏନଜିଟି ୩ ରାଜ୍ୟକୁ ନୋଟିସ ଜାରି କରିଥିଲେ ବି କୌଣସି ରାଜ୍ୟ ପକ୍ଷରୁ ପ୍ରତିନିଧି ହାଜର ହୋଇ ନ ଥିଲେ। ତେଣୁ ରାଜ୍ୟଗୁଡ଼ିକର ଆଭିମୁଖ୍ୟ ଉପରେ ଟ୍ରିବ୍ୟୁନାଲ ଅସନ୍ତୋଷ ପ୍ରକାଶ କରିବା ସହ ଏଭଳି ଗମ୍ଭୀର ମାମଲାରେ ସରକାରଙ୍କ ସମ୍ବେଦନହୀନତା ଚିନ୍ତାର ବିଷୟ ବୋଲି କହିଛନ୍ତି।

bihar fined ganga jharakhand ngt thesamikhsya westbengal
Share. Facebook Twitter LinkedIn Email WhatsApp Copy Link

Related Posts

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026

ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ତରଫରୁ ଦୁଇ ଦିନିଆ ସାହିତ୍ୟ ପର୍ବ ଉଦଯାପିତ

February 15, 2026

ଭାରତର ହାତ ମିଳାଇବା ନୀତି ଜାରି: ପାକିସ୍ତାନୀ ଅଧିନାୟକଙ୍କୁ ଅଣଦେଖା କଲେ ସୂର୍ଯ୍ୟକୁମାର ଯାଦବ

February 15, 2026

ଜାଗର ଯାତ୍ରାରେ ଭକ୍ତିମୟ ରଣପୁର: ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜିଉଠିଲା ମନ୍ଦିର ପରିସର

February 15, 2026
Latest News

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026

ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ତରଫରୁ ଦୁଇ ଦିନିଆ ସାହିତ୍ୟ ପର୍ବ ଉଦଯାପିତ

February 15, 2026

ଭାରତର ହାତ ମିଳାଇବା ନୀତି ଜାରି: ପାକିସ୍ତାନୀ ଅଧିନାୟକଙ୍କୁ ଅଣଦେଖା କଲେ ସୂର୍ଯ୍ୟକୁମାର ଯାଦବ

February 15, 2026

ଜାଗର ଯାତ୍ରାରେ ଭକ୍ତିମୟ ରଣପୁର: ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜିଉଠିଲା ମନ୍ଦିର ପରିସର

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.