Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂସଦ ଭବନର ଉଦଘାଟନ ସମାରୋହରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ସଂସଦ ଭବନର ଉଦଘାଟନ ସମାରୋହରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

May 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ନୂତନ ପବିତ୍ର ସଂସଦ ଭବନ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିବା ବେଳେ ଆଜିର ଦିନ ନୂଆ ଭାରତର ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସଂସଦ ଭବନର ଉଦଘାଟନ ସମାରୋହରେ ସାମିଲ ହେବା ସହ ଏଥିପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ। ଶ୍ରୀ ପ୍ରଧାନ ଟ୍ୱିଟ କରି କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ କରକମଳରେ ସମର୍ପଣ କରାଯାଇଥିବା ନୂଆ ସଂସଦ ଭବନ ସମସ୍ତଙ୍କୁ ଗୌରବାନ୍ୱିତ କରୁଥିବା ଭଳି ସମୟ। ଆମର ସଂସ୍କୃତି, ସାମର୍ଥ୍ୟ ଓ ସଂକଳ୍ପ ଶକ୍ତିର ପ୍ରତୀକ ଲୋକତନ୍ତ୍ରର ଏହି ମନ୍ଦିର ଆମ ସମସ୍ତଙ୍କୁ କର୍ତ୍ତବ୍ୟ ପଥରେ ଚାଲିବା, ଜନ ଭାଗିଦାରୀ ସହିତ ଦେଶକୁ ନୂଆ ଉଚ୍ଚତାକୁ ନେବା ପାଇଁ ପ୍ରେରିତ କରୁଥିବ।

ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦି ସଂସଦ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.