Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁକ୍ତିଲାଭ କଲା ଓଡ଼ିଆ ସିନେମା ‘ପ୍ରୀତି ବନ୍ଧନ’
ଆଜିର ଖବର

ମୁକ୍ତିଲାଭ କଲା ଓଡ଼ିଆ ସିନେମା ‘ପ୍ରୀତି ବନ୍ଧନ’

May 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କନ୍ଧମାଳର ପ୍ରଯୋଜକ ପ୍ରଶାନ୍ତ ନାୟକଙ୍କ ନେକ୍ସ୍ଟ ଡୋର ଫିଲ୍ମ ବ୍ୟାନରରେ ପ୍ରସ୍ତୁତ, ଓଡ଼ିଆ ଫିଲ୍ମ ପ୍ରୀତି ବନ୍ଧନ ଫୁଲବାଣୀସ୍ଥିତ ଶ୍ରଦ୍ଧାଞ୍ଜଳୀ ସିନେମା ହଲ୍ ରେ ମୁକ୍ତିଲାଭ କରି ବେଶ୍  ଲୋକାଦୃତ ହୋଇଥିଲା। ଅଭିନେତ୍ରୀ ତୃପ୍ତୀ ମିରାମ୍ବିକା,ଐଶରିଆ ବେହେରା, ଅଭିନେତା କେଦାର ମିଶ୍ର, ଭୂପତି ତ୍ରିପାଠୀ, ଥିନ୍, ଶୁଭ୍ରାସୁଂ, ପ୍ରଯୋଜକ ପ୍ରଶାନ୍ତ ନାୟକ, ନରେନ୍ଦ୍ର ପାତ୍ର, ସଙ୍ଗୀତଜ୍ଞ ଓ ଅନ୍ୟାନ୍ୟ ସମସ୍ତ କଳାକାର ପ୍ରିମିୟର ସୋ ରେ ଉପସ୍ଥିତ ଥିଲେ।

ଫୁଲବାଣୀର ଜଣାଶୁଣା ସମାଜସେବୀ, ଅଭିନେତା, ତଥା ଫିଲ୍ମ ପ୍ରଯୋଜକ ପ୍ରଶାନ୍ତ ନାୟକ ଓ ଫିଲ୍ମ ହଲ ମାଲିକ ଅନିଲ ବେହେରା ଉପସ୍ଥିତ ଥିଲେ।

ଏଥିରେ ଓଡିଶାର କଳା, ସଂସ୍କୃତି ଓ ପରମ୍ପରାକୁ ପ୍ରାଧାନ୍ୟ ଦିଆଯାଇଥିବା କଥା ପ୍ରଯୋଜକ ନାୟକ କହିଥିଲେ। ପ୍ରଶାନ୍ତ ନାୟକ ଓ ନରେନ୍ଦ୍ର ପାତ୍ରଙ୍କ ପ୍ରଯୋଜିତ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ରାଶେଷ ମହାନ୍ତି। ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ବରିଷ୍ଠ ତଥା ଜଣାଶୁଣା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର। ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ସୁଧାକର ବସନ୍ତ ଓ ସ୍ମୃତି ଆର।

ଏହାର କ୍ରିଏଟିଭ ହେଡ଼ ଓ ମିଡ଼ିଆ ପ୍ଲାନର ପ୍ରଣୟ ଜେଠି ରହିଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଅଭିନେତା ସମ୍ବିତ ଓ ଅଭିନେତ୍ରୀ ତମନ୍ନାଙ୍କ ସହିତ ତୃପ୍ତି ଅଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପୁଷ୍ପା ପଣ୍ଡା, ପୃଥ୍ବୀରାଜ ନାୟକ, ଭୂପତି ତ୍ରିପାଠୀ, ସର ଅପା, ଅଳକା, ପ୍ରଶାନ୍ତ ନାୟକ, ନୂପୁର ଓ ସସ୍ମିତା ପ୍ରମୁଖ ନିଖୁଣ ଅଭିନୟ କରିଛନ୍ତି। ଫୁଲବାଣୀ ଶ୍ରଦ୍ଧାଞ୍ଜଳି ଟକିଜ ସମେତ ରାଜ୍ୟର କୋଡିଏ ଟି ସ୍ଥାନରେ ଏହା ମୁକ୍ତିଲାଭ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026

‘ସୁନା ଚେନ୍’ ମାମଲା: ଏହି କ୍ରିକେଟରଙ୍କ ଅଭିଯୋଗ ପରେ ଅଭିନେତ୍ରୀଙ୍କୁ ଗିରଫ କଲା ପୋଲିସ 

April 2, 2026

ଆଇପିଏଲ-୨୦୨୬: ସରିଲା ସମସ୍ତ ଦଳର ମ୍ୟାଚ, ଦିଲ୍ଲୀ କ୍ୟାପିଟାଲ୍ସର ବିଜୟ ପରେ ବଦଳିଲା ପଏଣ୍ଟ ଟେବୁଲ

April 2, 2026
Latest News

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026

‘ସୁନା ଚେନ୍’ ମାମଲା: ଏହି କ୍ରିକେଟରଙ୍କ ଅଭିଯୋଗ ପରେ ଅଭିନେତ୍ରୀଙ୍କୁ ଗିରଫ କଲା ପୋଲିସ 

April 2, 2026

ତାମିଲନାଡୁ ନିର୍ବାଚନ: ଏଆଇଏଡିଏମକେ-ବିଜେପିର ଚିନ୍ତା ବଢାଇଲା ପ୍ରାକ୍-ନିର୍ବାଚନ ସର୍ଭେ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.