Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛୁଆଟିଏ ଜନ୍ମ ହେଲା ବେଳେ ସେ ମୁଣ୍ଡରେ ପାଞ୍ଚୋଟି ଜିନିଷ ନେଇ ଆସିଥାଏ, ଜାଣନ୍ତୁ କ’ଣ?
ଆଜିର ଖବର

ଛୁଆଟିଏ ଜନ୍ମ ହେଲା ବେଳେ ସେ ମୁଣ୍ଡରେ ପାଞ୍ଚୋଟି ଜିନିଷ ନେଇ ଆସିଥାଏ, ଜାଣନ୍ତୁ କ’ଣ?

May 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୃଢ଼ ଭବିଷ୍ୟତର ଭିତ୍ତି ହେଉଛି ସୁସ୍ଥ ଜନସଂଖ୍ୟା: ଅର୍ଥନୈତିକ ସର୍ଭେ
ଦୃଢ଼ ଭବିଷ୍ୟତର ଭିତ୍ତି ହେଉଛି ସୁସ୍ଥ ଜନସଂଖ୍ୟା: ଅର୍ଥନୈତିକ ସର୍ଭେ

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ନବଜାତକ ଉପରେ କିଛି ତଥ୍ୟ ରଖିଛନ୍ତି। ତାହା ହେଲା ଯେ, ଯେତେବେଳେ ଛୁଆଟିଏ ଜନ୍ମ ନିଏ ସେତେବେଳେ ସେ ପାଞ୍ଚୋଟି ଜିନିଷ ଧରି ଜନ୍ମ ନେଇଥାଏ। ତାହା ହେଲା ଆୟୁ, କର୍ମ, ଧନ, ବିଦ୍ୟା ଏବଂ ମୃତ୍ୟୁ। ଚାଣକ୍ୟଙ୍କ ମତରେ ଏହି ପାଞ୍ଚୋଟି ପୂର୍ବ ଜନ୍ମର ଫଳ ସହିତ ଜଡିତ ଥାଏ।

ଅର୍ଥାତ ପୂର୍ବ ଜନ୍ମରେ ସେ ଯେପରି କର୍ମ କରିଥିବ ସେହିପରି ଭାବେ ଏହି ପାଞ୍ଚୋଟି ଜିନିଷ ନେଇ ଜନ୍ମ ନେବ। ଏହାର ଅର୍ଥ ହେଲା ହେ ମାନବ ସମାଜ ତୁମେ ବର୍ତ୍ତମାନ ସତ କର୍ମ କର, ଯାହାଦ୍ବାରା ଆର ଜନ୍ମରେ ତୁମର ଏହି ପାଞ୍ଚୋଟି ଜିନିଷ ବେଶ ସୁଦୃଢ ହୋଇ ବିକଶିତ ହେବ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026
Latest News

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.