Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଙ୍ଗାରୁ ମୁକାବିଲାରୁ ବିଶ୍ବକପ୍‌ ଅଭିଯାନ ଆରମ୍ଭ କରିବ ଆଫଗାନିସ୍ତାନ
ଆଜିର ଖବର

କଙ୍ଗାରୁ ମୁକାବିଲାରୁ ବିଶ୍ବକପ୍‌ ଅଭିଯାନ ଆରମ୍ଭ କରିବ ଆଫଗାନିସ୍ତାନ

June 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ ବିଶ୍ବକପ୍‌ର ଅଷ୍ଟ୍ରେଲିଆ ବିପକ୍ଷରୁ ଅଭିଯାନ କରିବ ଗୁଲ୍‌ବଦିନ୍‌ ନାଇବ୍‌ଙ୍କ ଆଫଗାନିସ୍ତାନ। ଡିଫେଣ୍ଡିଂ ଚାମ୍ପିୟନ୍‌ ଅଷ୍ଟ୍ରେଲିଆ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଶେଷ ସ୍ଥାନରେ ରହିଥିବା ଆଫଗାନିସ୍ତାନ। ସର୍ବଦା ବିପର୍ଯ୍ୟୟ ସୃଷ୍ଟି ପାଇଁ ପ୍ରସିଦ୍ଧ ଆଫଗାନ ଦଳ ଆରୋନ ଫିଞ୍ଚଙ୍କ ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ବୋଲି ଆଶା କରାଯାଉଛି। ବ୍ରିଷ୍ଟଲର କାଉଣ୍ଟି ଗ୍ରାଉଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ମ୍ୟାଚ୍‌ ଶନିବାର ଅପରାହ୍ନ 2.30ରେ ଖେଳାଯିବ। ସ୍ମିଥ୍‌ ଏବଂ ଓ୍ବାର୍ଣ୍ଣରଙ୍କ ପ୍ରତ୍ୟାବର୍ତ୍ତନ ପରେ ଅଷ୍ଟ୍ରେଲିଆ ଅତ୍ୟନ୍ତ ଶକ୍ତିଶାଳୀ ତଥା ଟୁର୍ଣ୍ଣାମେଣ୍ଟର ଅନ୍ୟତମ ଫେବ୍‌ରିଟ୍‌ ଦଳ ରହିଥିଲେ ମଧ୍ୟ ବିପର୍ଯ୍ୟୟ ସୃଷ୍ଟି କରି ପାରିବ ଆଫଗାନିସ୍ତାନ। ଅଷ୍ଟ୍ରେଲିଆ ଓପ୍‌ନର ଡେଭିଡ୍‌ ଓ୍ବାର୍ଣ୍ଣର ଜଙ୍ଘରେ ଆଘାତ ଯୋଗୁଁ ଏହି ମ୍ୟାଚ୍‌ରେ ଓପନ୍‌ ନ କରିବାର ସମ୍ଭାବନା ରହିଛି। ଆଫଗାନିସ୍ତାନ ନିଜର ଅଭ୍ୟାସ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କରିଥିବା ବେଳେ ଇଂଲଣ୍ଡ ନିକଟରୁ ପରାଜିତ ହୋଇଥିଲା। ରଶିଦ୍‌ ଖାନ୍‌ ଏବଂ ଗୁଲବଦିନ୍‌ ନାଇବଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କୁ ନଜର ରହିବ । ଅଷ୍ଟ୍ରେଲିଆ ନିଜର ପ୍ରଥମ ଦୁଇ ମ୍ୟାଚ୍‌ରେ ସହଜ ବିଜୟ ହାସଲ କରିଥିବା ବେଳେ ସ୍ମିଥ୍‌ଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ। ଉସ୍‌ମାନ ଖ୍ବାଜା ଏବଂ ସନ୍‌ ମାର୍ଶଙ୍କ ମଧ୍ୟରେ ତିନିନମ୍ବର ସ୍ଥାନକୁ ନେଇ ଦ୍ବନ୍ଦ ରହିଥିବା ବେଳେ ଷ୍ଟୋଇନିସ୍‌ଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ ।
ମ୍ୟାଚ୍‌ ସମୟ : 2.30
ସ୍ଥାନ : ବ୍ରିଷ୍ଟଲ, କାଉଣ୍ଟି ଗ୍ରାଉଣ୍ଡ

Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.