Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇନ୍ଦିରାଗାନ୍ଧୀ ବିରୋଧରେ ମିଥ୍ୟା ଖବର ପ୍ରସାରଣ ପାଇଁ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଏତଲା ଦରଜ
ଆଜିର ଖବର

ଇନ୍ଦିରାଗାନ୍ଧୀ ବିରୋଧରେ ମିଥ୍ୟା ଖବର ପ୍ରସାରଣ ପାଇଁ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଏତଲା ଦରଜ

May 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ଭାସ୍କର ନାମକ ଏକ ୱେବ ପୋର୍ଟାଲ ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମିଥ୍ୟା ଏବଂ ଚରିତ୍ର ସଂହାର ଖବର ପ୍ରସାରଣ କରିଥିବାରୁ ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା ସଭାପତି ବିଶ୍ୱଜିତ ଦାସଙ୍କ ନେତୃତ୍ୱରେ କ୍ୟାପିଟାଲ ଥାନାରେ ଏକ ଏତଲା ଦରଜ କରାଯାଇଥିଲା। ଜିଲ୍ଲା କଂଗ୍ରେସ ପକ୍ଷରୁ ଏହି ପୋର୍ଟାଲର ମାଲିକ ମଧୁ ମହାନ୍ତି, ୱେବ ପୋର୍ଟାଲର ସମ୍ପାଦକ, ୟୁଟୁବ୍ ଏବଂ ଫେସବୁକ୍ ବିରୋଧରେ ଏତଲା ଦାଖଲ କରାଯାଇଛି।

ଏହି ପୋର୍ଟାଲ ଇନ୍ଦିରା ଗାନ୍ଧୀ, ଇନ୍ଦିରା ଗାନ୍ଧୀଙ୍କ ମା କମଳା ନେହେରୁ, ଜବାହାରଲାଲ ନେହୁରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ପୁଅ ସଞ୍ଜୟ ଗାନ୍ଧୀଙ୍କ ବିରୋଧରେ ଯେଭଳି ନିନ୍ଦନୀୟ ଏବଂ ଅଶ୍ଲୀଳ ଖବର ପ୍ରସାରଣ କରିଛି, ତାହା ସାଧାରଣ ଜନତାଙ୍କ ମନରେ ଆଘାତ ଦେଇଛି। ଏପରିକି ଜାତୀର ଜନକ ମହାତ୍ମାଗାନ୍ଧୀଙ୍କୁ ମଧ୍ୟ ଏହି ପୋର୍ଟାଲରେ ଅପମାନିତ କରାଯାଇଛି।

ଅନ୍ୟପକ୍ଷରେ ମୁସଲମାନ ସଂପ୍ରଦାୟକୁ ମଧ୍ୟ ଆକ୍ଷେପ କରି ମନ୍ତବ୍ୟ ଦିଆଯାଇଛି। ସୁତରାଂ ଏହି ଅପରାଧିମାନଙ୍କୁ ତୁରନ୍ତ ଗିରଫ କରିବା ସହ ଏମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା କଂଗ୍ରେସ ପକ୍ଷରୁ ଦାବୀ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ସୁବ୍ରତ ମହାପାତ୍ର, ରଜନୀ ମହାନ୍ତି, ରଶ୍ମି ମହାପାତ୍ର, ଅଶୋକ ଦାସ, ପ୍ରଭାବତି ପଟ୍ଟନାୟକ, ଗୀତାଞ୍ଜଳୀ ମହାନ୍ତି, ସୁଭଦ୍ରା ମିଶ୍ର, କୁସୁମ ପ୍ରଧାନ, ଆଶିଷ ମଲ୍ଲିକ, ପମି ମିଶ୍ର, ମାମିନା ବେହେରା, ଶ୍ରୀୟା ପଣ୍ଡା, ରୁପଦିପ୍ତା ମହାପାତ୍ର, ସୌମେନ୍ଦ୍ର ମହାନ୍ତି, ପ୍ରଭାତ ପ୍ରତାପ ସିଂ, ଦେବରାଜ ମିଶ୍ର, ପ୍ରସନ୍ନ ନାୟକ, ଧରବଳିଆର ସିଂ, ସେକ୍ ତାକୱିନ୍‌, ସୁମନ୍ତ ସ୍ୱାଇଁ ଓ ଦେବାଶିଷ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଇନ୍ଦିରା ଗାନ୍ଧୀ ଓଡିଶା ଭାସ୍କର କଂଗ୍ରେସ ଭାରତ ରତ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.