Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ
ଆଜିର ଖବର

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ

May 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ଯୁକ୍ତ ଦୁଇ ବିଜ୍ଞାନରେ ପାସ୍‌‌ ହାର ୮୪.୯୩% ରହିଥିବା ବେଳେ ବାଣିଜ୍ୟରେ ୮୧.୧୨% ପାସ ହାର ରହିଛି। ରେଜଲ୍ଟ ଘୋଷଣା କଲେ ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି।

ସୂଚନା ଥାଉକି ଚଳିତ ବର୍ଷ ମୋଟ୍ ୧ ହଜାର୧୪୫ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୭ ହଜାର ୯୪୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଛାତ୍ରଛାତ୍ରୀ ମାନେ www. orissaresults.nic.in ୱବସାଇଟ ଓ ସାମ୍ସ ପୋର୍ଟାଲ୍ ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ।

ପରୀକ୍ଷା ଫଳ ସିଏଚ୍‌ଏସ୍‌ଇ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026
Latest News

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.