Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ବଢିଲା ସରକାରୀ କର୍ମଚାରୀଙ୍କ ଅନୁକମ୍ପାମୂଳକ ରାଶି
ଆଜିର ଖବର

Breaking News: ବଢିଲା ସରକାରୀ କର୍ମଚାରୀଙ୍କ ଅନୁକମ୍ପାମୂଳକ ରାଶି

May 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ବଢିଲା ସରକାରୀ କର୍ମଚାରୀଙ୍କ ଅନୁକମ୍ପାମୂଳକ ରାଶି

ଭୁବନେଶ୍ବର:  ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ନବୀନ ପଟ୍ଟନାୟକ ସରକାରୀ ଚାକିରୀଆ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.