Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»WTC ଫାଇନାଲ: କେଉଁ ସମୟରେ ଆରମ୍ଭ ହେବ ଭାରତ-ଅଷ୍ଟ୍ରେଲିଆ ମ୍ୟାଚ, ଜାଣନ୍ତୁ ସଂପୂର୍ଣ୍ଣ ବିବରଣୀ
ଆଜିର ଖବର

WTC ଫାଇନାଲ: କେଉଁ ସମୟରେ ଆରମ୍ଭ ହେବ ଭାରତ-ଅଷ୍ଟ୍ରେଲିଆ ମ୍ୟାଚ, ଜାଣନ୍ତୁ ସଂପୂର୍ଣ୍ଣ ବିବରଣୀ

June 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଇପିଏଲ୍ ଜ୍ୱର ଶେଷ ହୋଇଛି। ଏବେ ଭାରତୀୟ ଦଳ ଇଂଲଣ୍ଡରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ଖେଳିବାକୁ ଯାଉଛି। ଅଷ୍ଟ୍ରେଲିଆ ଦଳ ସହ ଭାରତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛି। ଭାରତ ଏବଂ ଅଷ୍ଟ୍ରେଲିଆର ଦଳ WTC ଫାଇନାଲ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜୁନ୍ ୭ ତାରିଖରୁ ଓଭାଲରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ WTC ର ଫାଇନାଲ ମ୍ୟାଚ୍ ଖେଳାଯିବ। ଡବ୍ଲୁଟିଏସି ଫାଇନାଲ୍ ର ପ୍ରଥମ ସିଜନରେ ଭାରତକୁ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ସେତେବେଳେ ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଥିଲେ। ଏଭଳି ପରିସ୍ଥିତିରେ ଏଥର ଭାରତକୁ ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲ ମ୍ୟାଚ୍ ଖେଳିବାକୁ ପଡିବ। ଆଶା କରାଯାଏ ଯେ ଏଥର ପୁରୁଣା ଭୁଲଗୁଡ଼ିକୁ ଭୁଲି ଟିମ୍ ଇଣ୍ଡିଆ WTC ଟାଇଟଲ୍ ଜିତିବାରେ ସଫଳ ହେବ।

ଅଷ୍ଟ୍ରେଲିଆ ଦଳ: ପ୍ୟାଟ୍ କମିନ୍ସ (କ୍ୟାପଟେନ), ସ୍କଟ୍ ବୋଲାଣ୍ଡ, ଆଲେକ୍ସ କେରି (ୱିକେଟ୍ କିପର), କ୍ୟାମେରନ୍ ଗ୍ରୀନ୍, ମାର୍କସ୍ ହାରିସ୍, ଜୋସ୍ ହେଜଲେଉଡ୍, ଟ୍ରାଭିସ୍ ହେଡ୍, ଜୋସ୍ ଇଂଲିସ୍ (ୱିକେଟ୍ କିପର), ଉସମାନ ଖ୍ୱାଜା, ମାର୍ନସ୍ ଲାବୁସାଗ୍ନେ, ନାଥାନ୍ ଲିଅନ୍, ଟଡ୍ ମର୍ଫି, ଷ୍ଟିଭ୍ ସ୍ମିଥ୍, ମିଚେଲ ଷ୍ଟାର୍କ, ଡେଭିଡ ୱାର୍ଣ୍ଣର।

ଷ୍ଟାଣ୍ଡବାଇ ଖେଳାଳି: ମିଚ୍ ମାର୍ଶ, ମାଥ୍ୟୁ ରେନ୍ସା।

ଭାରତୀୟ ଦଳ: ରୋହିତ ଶର୍ମା (କ୍ୟାପଟେନ), ଶୁଭମାନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଅଜିଙ୍କ୍ୟ ରାହାଣେ, କେ.ଏସ୍ ଭାରତ (ୱିକେଟ୍ କିପର), ରବିଚନ୍ଦ୍ରନ୍ ଅଶ୍ୱିନ୍, ରବିନ୍ଦ୍ର ଜାଡେଜା, ଅକ୍ସର ପଟେଲ, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମେଶ ଯାଦବ, ଜୟଦେବ ଉନାଦକଟ, ଇଶାନ କିଶନ (ୱିକେଟ୍ କିପର)।

ଷ୍ଟାଣ୍ଡବାଇ ଖେଳାଳି: ଯଶସ୍ୱୀ ଜୟସ୍ଵାଲ, ମୁକେଶ କୁମାର, ସୂର୍ଯ୍ୟକୁମାର ଯାଦବ।

WTC ଫାଇନାଲ୍: ମ୍ୟାଚ୍ ଟାଇମିଂ (ଇଣ୍ଡିଆ ଟାଇମ୍)

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଜୁନ ୭ ରୁ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଐତିହାସିକ ଟେଷ୍ଟ ମ୍ୟାଚ୍ ଭାରତୀୟ ସମୟ ଅପରାହ୍ନ ୩ ଟାରୁ ଆରମ୍ଭ ହେବ।

WTC ଫାଇନାଲ୍: ସ୍ଥାନ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ଟେଷ୍ଟ ମ୍ୟାଚ୍ ଲଣ୍ଡନର କେନିଙ୍ଗଟନ୍‌ର ଓଭାଲ୍ କ୍ରିକେଟ୍ ଗ୍ରାଉଣ୍ଡ ହେବ।

WTC ଫାଇନାଲ୍: ଲାଇଭ୍ ଷ୍ଟ୍ରିମିଂ ଏବଂ ଲାଇଭ୍ ଟେଲିକାଷ୍ଟ କେଉଁଠାରେ ରହିବ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ୍ (WTC ଫାଇନାଲ୍) ଭାରତର ଷ୍ଟାର୍ ସ୍ପୋର୍ଟସ୍ ନେଟୱାର୍କରେ ସିଧା ପ୍ରସାରଣ ହେବ, ଯେତେବେଳେ କି ଭାରତରେ ଅନ୍ଲାଇନ୍ ଷ୍ଟ୍ରିମିଂ ଡିସ୍ନି + ହଟଷ୍ଟାର୍ ଆପ୍ ରେ ରହିବ।

ଭାରତ ଏବଂ ଅଷ୍ଟ୍ରେଲିଆର ଟେଷ୍ଟ ରେକର୍ଡ:

ଟେଷ୍ଟ କ୍ରିକେଟରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମୋଟ ୧୦୬ ଟି ଟେଷ୍ଟ ମ୍ୟାଚ୍ ହୋଇଛି ଯେଉଁଥିରେ ଭାରତ ୩୨ ଟି ମ୍ୟାଚ ଜିତିଛି ଏବଂ ଅଷ୍ଟ୍ରେଲିଆ ୪୪ ଟି ମ୍ୟାଚ ଜିତିଛି। ୨୯ ଟି ଟେଷ୍ଟ ମ୍ୟାଚ୍ ଡ୍ର ରହିଛି ଏବଂ ଗୋଟିଏ ଟେଷ୍ଟ ମ୍ୟାଚ୍ ଟାଇ ହୋଇଛି

WTC ଫାଇନାଲ ଭାରତ-ଅଷ୍ଟ୍ରେଲିଆ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.