Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Train Accident Review: ଯାତ୍ରୀ ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ନବୀନ, ଯିବେ ବାଲେଶ୍ବର
ଆଜିର ଖବର

Train Accident Review: ଯାତ୍ରୀ ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ନବୀନ, ଯିବେ ବାଲେଶ୍ବର

June 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Train Accident Review: ଯାତ୍ରୀ ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ନବୀନ, ଯିବେ ବାଲେଶ୍ବର

ଭୁବନେଶ୍ୱର: ବାଲେଶ୍ବର ନିକଟରେ ହୋଇଥିବା ଦୁଃଖଦ ଟ୍ରେନ୍ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆହତ ଯାତ୍ରୀଙ୍କ ଜୀବନ ରକ୍ଷା କରିବା ବର୍ତ୍ତମାନ ସରକାରଙ୍କ ପ୍ରାଥମିକତା ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ SRC କାର୍ଯ୍ୟାଳୟ ପରିଦର୍ଶନ କରି ପରିସ୍ଥିତିର ଅନୁଧ୍ୟାନ କରିଥିଲେ। ଗଣମାଧ୍ୟମ ସହ କଥାବାର୍ତ୍ତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆହତ ଲୋକଙ୍କୁ ଡାକ୍ତରଖାନା ନେବା ଏବଂ ସେମାନଙ୍କ ଜୀବନ ରକ୍ଷା କରିବା ଆମର ପ୍ରଥମ ପ୍ରାଥମିକତା। ସେ ନେଇ ସମସ୍ତ ପଦକ୍ଷେପ ନେବା ପାଇଁ କୁହାଯାଇଛି।

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଏସଆରସି କଣ୍ଟ୍ରୋଲ ରୁମ ଆସି ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ଆସନ୍ତାକାଲି ସକାଳେ ସେ ଦୁର୍ଘଟଣା ସ୍ଥଳ ପରିଦର୍ଶନ କରି ଘଟଣାସ୍ଥଳରେ ମଧ୍ୟ ସମୀକ୍ଷା କରିବେ। ଉଦ୍ଧାର କାର୍ଯ୍ୟକୁ ତଦାରଖ କରିବା ଏବଂ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ରାଜସ୍ୱ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କ ଏକ ଦଳକୁ ଘଟଣାସ୍ଥଳକୁ ପଠାଇଛନ୍ତି।

ଆଜିର ଏହି ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ, ସିଏମ୍ (5 ଟି) ର ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍, ସୂଚନା ଓ ଲୋକସଂପର୍କ ସଚିବ ଶ୍ରୀ ସଂଜୟ ସିଂ, ପରିବହନ ସଚିବ ଉଷା ପାଢୀ ପ୍ରମୁଖ ଉପସ୍ଥିତ ଥିଲେ।

Train Accident କରମଣ୍ଡଳ ଟ୍ରେନ ଦୁର୍ଘଟଣା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Latest News

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.