Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Train Accident Death Update: ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି
ଆଜିର ଖବର

Train Accident Death Update: ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି

June 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Train Accident Death Update: ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି

ଭୁବନେଶ୍ବର: ବାଲେଶ୍ବରର ବାହାନଗାରେ ହୋଇଥିବା ହୃଦୟବିଦାରକ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି। ଦୁର୍ଘଟଣାରେ ୯୦୦ରୁ ଉର୍ଦ୍ଧ୍ଵ ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏ ନେଇ ରାଜସ୍ବମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ପ୍ରଦାନ କରିଛନ୍ତି।

ବାଲେଶ୍ଵର ଡାକ୍ତରଖାନାରେ ୨୦୦ରୁ ଅଧିକ ଆହତ ଚିକିତ୍ସାଧୀନ ଅଛନ୍ତି। ଅପର ପକ୍ଷରେ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣାକୁ ଅତ୍ୟନ୍ତ ହୃଦୟବିଦାରକ ବୋଲି ମନ୍ତ୍ରୀ କହିଛନ୍ତି।

Train Accident କରମଣ୍ଡଳ ଟ୍ରେନ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.