Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେଭାର କାର୍ଯ୍ୟକାରିତା ନେଇ ସମୀକ୍ଷା କଲେ କାର୍ଯ୍ୟକାରୀ ବାଚସ୍ପତି
ଆଜିର ଖବର

ନେଭାର କାର୍ଯ୍ୟକାରିତା ନେଇ ସମୀକ୍ଷା କଲେ କାର୍ଯ୍ୟକାରୀ ବାଚସ୍ପତି

June 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ ବିଧାନସଭାସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଧାନସଭାର କମ୍ପୁ୍ୟଟରୀକରଣ ବ୍ୟବସ୍ଥା ଓ ନ୍ୟାସ୍‌ନାଲ ଇ-ବିଧାନ (ନେଭା)ର କାର୍ଯ୍ୟକାରିତା ନେଇ ସମୀକ୍ଷା କରିଥିଲେ। ଏହି ସମୀକ୍ଷା ବୈଠକରେ ଓଡ଼ିଶା ବିଧାନସଭା ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ପେପରଲେସ୍‌ ପ୍ରଣାଳୀକୁ ଅଧିକ କ୍ରିୟାଶୀଳ କରିବା ଉଦ୍ଦେଶ୍ୟରେ ବିଧାନସଭା ଗୃହର ସମସ୍ତ ସଦସ୍ୟମାନଙ୍କ ଟେବୁଲ୍‌ରେ କମ୍ପୁ୍ୟଟର ବ୍ୟବସ୍ଥା କରାଯିବା ପାଇଁ ସ୍ଥିର କରାଯାଇଛି।

ଆସନ୍ତା ଏକ ମାସ ମଧ୍ୟରେ ଏହି କାର୍ଯ୍ୟର ସମସ୍ତ ପ୍ରକ୍ରିୟା ଶେଷ କରିବା ପାଇଁ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥି ପାଇଁ ପୂର୍ତ୍ତ ବିଭାଗର ଆର୍‌ ଆଣ୍ଡ ବି ଡିଭିଜନ୍‌-୧ର ଅଧିକ୍ଷଣ ଯନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଛି।

ବୈଠକରେ ବିଧାନସଭା ସଚିବ ଦାଶରଥୀ ଶତପଥୀ, ଓକାକ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜାତୀୟ ସୂଚନା କେନ୍ଦ୍ର, ଭୁବନେଶ୍ୱରର ବୈଷୟିକ ନିର୍ଦ୍ଦେଶକ, ଆର୍‌ ଆଣ୍ଡ ବି ଡିଭିଜନ୍‌ର ଅଧିକ୍ଷଣ ଯନ୍ତ୍ରୀ ଏବଂ ବିଧାନସଭାର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ରଜନୀକାନ୍ତ ସିଂହ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.