Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କୀଙ୍କୁ ଅର୍ଥ ଯୋଗାଣ ମାମଲା : ତିନି ମୁଜାହିଦ୍ଦିନି ସଦସ୍ୟଙ୍କୁ 5 ବର୍ଷ କାରାଦଣ୍ଡ
ଆଜିର ଖବର

ଆତଙ୍କୀଙ୍କୁ ଅର୍ଥ ଯୋଗାଣ ମାମଲା : ତିନି ମୁଜାହିଦ୍ଦିନି ସଦସ୍ୟଙ୍କୁ 5 ବର୍ଷ କାରାଦଣ୍ଡ

June 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନର ଏକ କୋର୍ଟ ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ମାମଲାରେ ତିନି ଜୈସ୍‌ ଏ ମହମ୍ମଦ ଆତଙ୍କବାଦୀଙ୍କୁ 5 ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛି । ମାସୁଦ୍‌ ଆଝାର ଦ୍ବାରା ପରିଚାଳିତ ଜେଇଏମ୍‌ର ତିନି ସଦସ୍ୟଙ୍କୁ ଏହି କାରାଦଣ୍ଡ ସହିତ ଅର୍ଥ ଦଣ୍ଡାଦେଶ ମଧ୍ୟ ପ୍ରଦାନ କରାଯାଇଛି । ତିନି ଜେଇଏମ୍‌ ସଦସ୍ୟ ଏମ୍‌ ଇଫ୍‌ତିକାର, ମହମ୍ମଦ ଆଜ୍‌ମଲ୍‌ ଏବଂ ବିଲାଲଙ୍କୁ ପାକିସ୍ତାନର ଆତଙ୍କୀ ନିବାରଣ ବିଭାଗ ଏହି ଦଣ୍ଡାଦେଶ ଶୁଣାଇଛନ୍ତି । ଇଫତିକାରଙ୍କୁ 45 ହଜାର, ଆଜମଲ୍‌ଙ୍କୁ 40 ହଜାର ଏବଂ ବିଲାଲକୁ 40 ହଜାର ଟଙ୍କାର ଅର୍ଥ ଦଣ୍ଡରେ ମଧ୍ୟଦଣ୍ଡିତ କରାଯାଇଛି । ବୁଧବାର ଆତଙ୍କୀ ନିବାରଣ ବିଭାଗ ପକ୍ଷରୁ 6 ଜେଇଏମ୍‌ ସଦସ୍ୟଙ୍କୁ ଗିରଫ କରାଯାଇଥିଲା । ଏହା ମଧ୍ୟରୁ ତିନି ଆତଙ୍କୀ ଆଇଏସ୍‌ ଏବଂ ଲସ୍କର ଏ ଝାଙ୍ଗଭୀ ସଙ୍ଗଠନର ସଦସ୍ୟ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026
Latest News

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.