Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନ ଦୁର୍ଘଟଣା ଯାତ୍ରୀଙ୍କ ପାଇଁ ମମତାଙ୍କ ଭିନ୍ନ ଏକ ସହାୟତା ଘୋଷଣା, ଚାରିଆଡେ ଚର୍ଚ୍ଚା
ଆଜିର ଖବର

ଟ୍ରେନ ଦୁର୍ଘଟଣା ଯାତ୍ରୀଙ୍କ ପାଇଁ ମମତାଙ୍କ ଭିନ୍ନ ଏକ ସହାୟତା ଘୋଷଣା, ଚାରିଆଡେ ଚର୍ଚ୍ଚା

June 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Mamata
ମହଙ୍ଗା ପଡିଲା ଗୃହ ମନ୍ତ୍ରଣାଳୟ ବିରୋଧରେ ଉତ୍ତେଜନାମୂଳକ ମନ୍ତବ୍ୟ ଦେବା

କୋଲକାତା: ବାଲେଶ୍ବର ବାହନଗାଠାରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ବହୁ ପଶ୍ଚିମବଂଗ ଯାତ୍ରୀ ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଭିନ୍ନ ପ୍ରକାରର ସହାୟତା ଘୋଷଣା କରିଛନ୍ତି। ତାହା ହେଲା ଏହି ଦୁର୍ଘଟଣାରେ ଆହତ ନ ହୋଇଥିଲେ ମଧ୍ୟ ତାଙ୍କୁ ମିଳିବ ସହାୟତା।

ମମତାଙ୍କୁ ଏହି ଘୋଷଣାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଚାଲିଛି। ଏହି ଦୁର୍ଘଟଣାରେ ପଶ୍ଚିମବଂଗର ଯେଉଁ ଯାତ୍ରୀମାନେ ମୃତ୍ୟୁ ବରଣ କରିଛନ୍ତି ସେମାନଙ୍କ ପରିବାର ବର୍ଗଙ୍କୁ ୫ ଲକ୍ଷ ଟଙ୍କା ସହାୟତା ସହ ପରିବାରର ଜଣଙ୍କୁ ହୋମ ଗାର୍ଡ ଚାକିରୀ ପ୍ରଦାନ କରାଯିବ। ସେହିପରି ଯେଉଁମାନେ ଗୁରୁତର ଆହତ ହୋଇଛନ୍ତି ସେମାନଙ୍କ ଏକ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର, ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ଦିଆଯିବ।

ହେଲେ ମମତା ଘୋଷଣା କରିଛନ୍ତି ଯେ,ଯେଉଁମାନେ ଆହତ ହୋଇ ନାହାଁନ୍ତି ସେମାନଙ୍କୁ ମଧ୍ୟ ସହାୟତା ପ୍ରଦାନ କରାଯିବ। କାରଣ ଏହି ଭୟଙ୍କର ଦୁର୍ଘଟଣାରେ ସେମାନେ ମାନସିକ ସ୍ତରରେ ଆଘତ ପାଇଥିବାରୁ ସେମାନଙ୍କୁ ଏକକାଳିନ ୧୦ ହଜାର ଏବଂ ଚାରି ମାସ ପାଇଁ ମାସିକୁ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।

trainaccident ଟ୍ରେନ ଦୁର୍ଘଟଣା ମମତା ବାନାର୍ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026
Latest News

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.