Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଧାରଣ ଲୋକଙ୍କୁ ଆଶ୍ଵସ୍ତି: ସୁଧ ହାର ଅପରବର୍ତ୍ତିତ ରଖିଲା ଆରବିଆଇ
ଆଜିର ଖବର

ସାଧାରଣ ଲୋକଙ୍କୁ ଆଶ୍ଵସ୍ତି: ସୁଧ ହାର ଅପରବର୍ତ୍ତିତ ରଖିଲା ଆରବିଆଇ

June 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ସାଧାରଣ ଲୋକଙ୍କୁ ଆଶ୍ବସ୍ତିକର ଖବର ମିଳିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଛି। ରେପୋ ରେଟ୍‌ ୬.୫%ରେ ଅପରିବର୍ତ୍ତିତ ରଖାଯାଇଥିବା ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି।

ଆଜି ସାମ୍ବାଦିକ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଗଭର୍ଣ୍ଣର୍‌ ଦାସ କହିଛନ୍ତି ଯେ, ରେପୋ ରେଟ୍‌ ୬.୫%ରେ ଅପରିବର୍ତ୍ତିତ ରଖିବା ଲାଗି ‘ମନିଟାରି ପଲିସି କମିଟି’ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଫଳରେ, ‘ଷ୍ଟାଣ୍ଡିଙ୍ଗ୍‌ ଡିପୋଜିଟ୍‌ ଫେସିଲିଟି’ (ଏସ୍‌ଡିଏଫ୍‌) ରେଟ୍‌ ୬.୨୫% ରହିଥିବା ବେଳେ ‘ମାର୍ଜିନାଲ୍‌ ଷ୍ଟାଣ୍ଡିଙ୍ଗ୍‌ ଫେସିଲିଟି’ ଏବଂ ବ୍ୟାଙ୍କ୍‌ ରେଟ୍‌ ୬.୭୫% ରହିଛି।

ଆରବିଆଇ ରେପୋ ରେଟ୍‌ ସୁଧ ହାର
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026
Latest News

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.