Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର: ସ୍ପଷ୍ଟ ଦିବାଲୋକରେ ମାରଣାସ୍ତ୍ରରେ ଆକ୍ରମଣ, ଦୁଇ ଗୁରୁତର
ଆଜିର ଖବର

ବାଣପୁର: ସ୍ପଷ୍ଟ ଦିବାଲୋକରେ ମାରଣାସ୍ତ୍ରରେ ଆକ୍ରମଣ, ଦୁଇ ଗୁରୁତର

June 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଦୁଇ ଜଣ ଯୁବକଙ୍କୁ ମରଣାସ୍ତ୍ରରେ ଆକ୍ରମଣ ହୋଇଥିବା ଖବର ହସ୍ତଗତ ହୋଇଛି।

ଖବରରୁ ପ୍ରକାଶ ବାଣପୁର ଥାନା ଅନ୍ତର୍ଗତ ଭୀମପୁର ଗ୍ରାମର ରାଜେଶ ପ୍ରଧାନ ଏବଂ ରାଜେନ୍ଦ୍ର ସାହୁଙ୍କୁ ଦୁର୍ବୁତ୍ତମାନେ ସ୍ପଷ୍ଟ ଦିବାଲୋକରେ ପଲଟନ ପଡିଆଠାରେ ଗୋଡ଼ାଇ ଗୋଡ଼ାଇ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ଉଭୟ ଗୁରୁତର ଆହତ ହୋଇ ବାଣପୁର ମେଡିକାଲରେ ଭର୍ତ୍ତି ହୋଇଥିଲେ। ତେବେ ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି।

ତେବେ ଖବର ଲେଖା ହେଲା ବେଳକୁ ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ା କହିଛନ୍ତି। ତେବେ ସ୍ପଷ୍ଟ ଦିବାଲୋକରେ ବାଣପୁର ବଜାରରେ ଏପରି କାଣ୍ଡ ସାଧାରଣରେ କୋକୁଆ ଭୟ ସୃଷ୍ଟି କରିଛି।

ଦୁଇ ଗୁରୁତର ବାଣପୁର ଭୀମପୁର ମାରଣାସ୍ତ୍ରରେ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଆତଙ୍କବାଦୀଙ୍କୁ ଗୁପ୍ତ ସୂଚନା ଯୋଗାଇବା ଅଭିଯୋଗ: ବହିଷ୍କୃତ ହେଲେ ଜମ୍ମୁ ଓ କାଶ୍ମୀର ସରକାର ତିନି କର୍ମଚାରୀ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.