Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଗ-ପୁରୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ସେବା କର୍ମଚାରୀ
ଆଜିର ଖବର

ଦୁର୍ଗ-ପୁରୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ସେବା କର୍ମଚାରୀ

June 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୁଆପଡା ଖରିଆର ରୋଡ ନିକଟ ଦୁର୍ଗ-ପୁରୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ଏସି କୋଚ୍ ତଳେ ନିଆଁ ଲାଗିଛି। ଅଗ୍ନିଶମ ସେବା କର୍ମଚାରୀଙ୍କ ଦ୍ଵାରା ନିଆଁକୁ ଆୟତ୍ତ କରାଯାଇଥିବା ଜଣାପଡିଛି।

ରେଳବାଇ ସୂଚନା ଅନୁଯାୟୀ, ୧୮୪୨୬ ଦୁର୍ଗ-ପୁରୀ ଏକ୍ସପ୍ରେସ ଖରିଆର ରୋଡ ଷ୍ଟେସନରେ ରାତି ୧୦:୦୭ ରେ ପହଞ୍ଚିଥିଲା। ବ୍ରେକ୍ ଘର୍ଷଣ ହେତୁ ବି-୩ କୋଚ ତଳେ ବ୍ରେକ୍ ପ୍ୟାଡ୍ ରେ ନିଆଁ ଲାଗିଯାଇଥିଲା। କିନ୍ତୁ କୋଚ୍ ଭିତରକୁ ନିଆଁ ପ୍ରବେଶ କରିନଥିଲା। କେବଳ ବ୍ରେକ୍ ପ୍ୟାଡରେ ନିଆଁ ଲାଗିଥିବା ବେଳେ ଅନ୍ୟ କୌଣସି କ୍ଷୟକ୍ଷତି ହୋଇନାହିଁ।

ତୁରନ୍ତ ଏହି ସମସ୍ୟାର ସମାଧାନ କରାଯାଇଥିଲା ଏବଂ ଟ୍ରେନ୍ ରାତି ୧୧ ଟାରେ ଉକ୍ତ ଷ୍ଟେସନରୁ ପୁରୀ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା।

ଅଗ୍ନିକାଣ୍ଡ ଦୁର୍ଗ-ପୁରୀ ଏକ୍ସପ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026
Latest News

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.