Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୋରୀ ମାମଲାରେ ୪ ଯୁବକ ଗିରଫ
ଆଜିର ଖବର

ଚୋରୀ ମାମଲାରେ ୪ ଯୁବକ ଗିରଫ

June 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ଡକାୟତି ଯୋଜନା ପଣ୍ଡ: ଦୁଇ ନାବାଳକ ସହ ୩ ଯୁବକ କୋର୍ଟ ଚାଲାଣ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ଗାୟତ୍ରୀ ବିହାରରେ ଗତ ୩୧ ତାରିଖରେ ଘଟିଥିବା ଚୋରି ଘଟଣାରେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ଏହି ମାମଲାରେ ୪ ଜଣ ଯୁବକଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି।

ଘଟଣାରୁ ପ୍ରକାଶ ଯେ, ଗାୟତ୍ରୀ ବିହାରର ସୁଶାନ୍ତ ମିଶ୍ର ନିଜର ଉପର ଘରେ ଶୋଇଥିବା ବେଳେ ତଳ ଘରେ କେହି ନଥିବା ସୁଯୋଗ ନେଇ କିଛି ନଗଦ ଟଙ୍କା, ସୁନା ଓ ରୂପା ଅଳଂକାର ଚୋରି ହୋଇଥିବା ବଡ଼ବଜାର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଅନୁସନ୍ଧାନ ଚଳାଇ ଶଙ୍କର ପରିଡା, ଆକାଶ ପଣ୍ଡା, ବାବୁ ସାହୁ ଓ ରାଜା ପାତ୍ର ନାମକ ୪ ଜଣ ଯୁବକଙ୍କୁ କାବୁ କରି ସେମାନଙ୍କ ଠାରୁ ନଗଦ ୨ ହଜାର ଟଙ୍କା, କିଛି ରୁପା ଅଳଙ୍କାର ଜବତ କରିବା ସହ ଉକ୍ତ ଯୁବକମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଗିରଫ ଚୋରୀ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା କ୍ଷୟକ୍ଷତି: ୭ ଜୀବନ ହାନି, ୨ ଲକ୍ଷ ହେକ୍ଟରରୁ ଉର୍ଦ୍ଧ୍ୱ ଫସଲ ନଷ୍ଟ

September 24, 2026

ପ୍ରଶାନ୍ତ ମହାସାଗରରେ ବିରାଟ ମହାବାତ୍ୟା ‘ପୋଲୋ’: ୩୦୦ କିମି ଟପିପାରେ ପବନର ବେଗ

September 24, 2026

ଏମ୍ସରେ ଆରୋଗ୍ୟ ହେଉଛନ୍ତି ବିଧାନସଭା ବାଚସ୍ପତି ସୁରମା ପାଢ଼ୀ

September 24, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକକୁ ପିଟିଲା କାର, ମନ୍ତ୍ରୀଙ୍କ ଝିଅଙ୍କ ସହ ୪ ମୃତ

September 24, 2026
Latest News

ବନ୍ୟା କ୍ଷୟକ୍ଷତି: ୭ ଜୀବନ ହାନି, ୨ ଲକ୍ଷ ହେକ୍ଟରରୁ ଉର୍ଦ୍ଧ୍ୱ ଫସଲ ନଷ୍ଟ

September 24, 2026

ସୁପର୍ ‘ଏଲ୍-ନିନୋ’ ଆଣୁଛି ବଡ଼ ବିପଦ: ୬ ମାସରେ ଯିବ ବିଶ୍ୱର ୪.୫୧ ଲକ୍ଷଙ୍କ ଜୀବନ

September 24, 2026

“ନିର୍ଣ୍ଣୟ କେବେ? ସମୟସୀମା ପ୍ରଦାନ କରନ୍ତୁ”: ଟିଏମସି ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟ

September 24, 2026

ପ୍ରଶାନ୍ତ ମହାସାଗରରେ ବିରାଟ ମହାବାତ୍ୟା ‘ପୋଲୋ’: ୩୦୦ କିମି ଟପିପାରେ ପବନର ବେଗ

September 24, 2026

ଏମ୍ସରେ ଆରୋଗ୍ୟ ହେଉଛନ୍ତି ବିଧାନସଭା ବାଚସ୍ପତି ସୁରମା ପାଢ଼ୀ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.