Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିର ମହା ଜନସମ୍ପର୍କ ଅଭିଯାନ ପାଇଁ ୧୦ ଦିନିଆ ଆସାମ ଗସ୍ତରେ ବୈଜୟନ୍ତ ପଣ୍ଡା
ଆଜିର ଖବର

ବିଜେପିର ମହା ଜନସମ୍ପର୍କ ଅଭିଯାନ ପାଇଁ ୧୦ ଦିନିଆ ଆସାମ ଗସ୍ତରେ ବୈଜୟନ୍ତ ପଣ୍ଡା

June 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
JayPanda
ବିଜେପିର ମହା ଜନସମ୍ପର୍କ ଅଭିଯାନ ପାଇଁ ୧୦ ଦିନିଆ ଆସାମ ଗସ୍ତରେ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରର ୯ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା ନିର୍ଦ୍ଦେଶ କ୍ରମେ ମୋଦି ସରକାରଙ୍କ ସେବା, ସୁଶାସନ ଓ ଗରୀବ କଲ୍ୟାଣର ଗତ ୯ ବର୍ଷର ସଫଳତାକୁ ସାଧାରଣ ଲୋକଙ୍କ ପାଖରେ ପହଁଚାଇବା ପାଇଁ ଗତ ମେ ୩୧ରୁ ଆସନ୍ତା ୩୦ ଜୁନ ପର୍ଯ୍ୟନ୍ତ ଏକ ମାସ ଧରି ଦେଶବ୍ୟାପୀ ମହା ଜନସଂପର୍କ ଅଭିଯାନ ଆରମ୍ଭ ହୋଇଛି ।

ଏହି ‘ସଂପର୍କରୁ ସମର୍ଥନ’ ଅଭିଯାନରେ ସାମିଲ ହୋଇ ସଫଳ କରିବାକୁ ରାଷ୍ଟ୍ରୀୟ ସ୍ତରରେ ୨୮୮ ଜଣ ବରିଷ୍ଠ ନେତୃତ୍ୱଙ୍କୁ ନେଇ ଏକ ତାଲିକା ପ୍ରସ୍ତୁତ କରାଯାଇଛି । ଏହି ତାଲିକାରେ ସାମିଲ ଥିବା ବିଜେପିର ଅନ୍ୟତମ ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଏବଂ ଆସାମ ପ୍ରଭାରୀ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଜୁନ ୯ ରୁ ୧୮ ତାରିଖ ପର୍ଯ୍ୟନ୍ତ ୧୦ ଦିନିଆ ଆସାମ ପ୍ରଦେଶ ଗସ୍ତ ରେ ରହି ୪ଟି ଲୋକସଭା ଅନ୍ତର୍ଗତ ଗୌହାଟୀ, କରିମଗଞ୍ଜ, ସିଲଚର୍ ଓ ଡ଼ିଫୁ ଠାରେ ପ୍ରବାସ କରିବା ସହ ୪ଟି ବିରାଟ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ସମେତ ‘ସଂପର୍କରୁ ସମର୍ଥନ’ ଅଭିଯାନରେ ବିଭିନ୍ନ ପରିବାରକୁ ଭେଟିବା ସହ ଦଳର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବୋଲି ଦଳୀୟ କାର୍ଯ୍ୟକ୍ରମ ରୁ ସୂଚନା ମିଳିଛି।

Jaya Panda ଜୟ ପଣ୍ଡା ବୈଜୟନ୍ତ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.