Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»WTC ଫାଇନାଲ୍: ଅନେକ ରେକର୍ଡ ସୃଷ୍ଟି କଲେ କିଙ୍ଗ କୋହଲି
ଆଜିର ଖବର

WTC ଫାଇନାଲ୍: ଅନେକ ରେକର୍ଡ ସୃଷ୍ଟି କଲେ କିଙ୍ଗ କୋହଲି

June 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବର୍ତ୍ତମାନ ବିରାଟ କୋହଲି ଲଣ୍ଡନର ଓଭାଲରେ ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ମ୍ୟାଚ୍ ଖେଳୁଛନ୍ତି। ମ୍ୟାଚ୍‌ରେ ଭାରତର ପ୍ରଥମ ଇନିଂସରେ ଶୀଘ୍ର ଆଉଟ ପରେ କୋହଲି ଦ୍ୱିତୀୟ ଇନିଂସରେ ଭଲ ଫର୍ମରେ ଦେଖାଯାଉଛନ୍ତି। ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରୁଥିବା ବେଳେ ସେ ଅନେକ ବଡ଼ ରେକର୍ଡ କରିଛନ୍ତି। ଭାରତୀୟ ଦଳ WTC ଫାଇନାଲର ଚତୁର୍ଥ ଏବଂ ନିଜର ଦ୍ୱିତୀୟ ଇନିଂସ ଖେଳୁଛି।

୪୪୪ ରନ୍ ର ରାଗେଟକୁ ପିଛା କରି ଭାରତୀୟ ଦଳ ଚତୁର୍ଥ ଦିନ ଶେଷ ସୁଦ୍ଧା ୩ ୱିକେଟ୍ ହରାଇ ୧୬୪ ରନ୍ ସଂଗ୍ରହ କରିଛି। ବର୍ତ୍ତମାନ ଶେଷ ଦିନରେ ଜିତିବା ପାଇଁ ଟିମ୍ ଇଣ୍ଡିଆକୁ ୨୮୦ ରନ୍ ଆବଶ୍ୟକ। ଚତୁର୍ଥ ଦିନ ଶେଷରେ ବିରାଟ କୋହଲି ଏବଂ ଅଜିଙ୍କ୍ୟ ରାହାଣେ କ୍ରିଜରେ ଅଛନ୍ତି। କୋହଲି ୪୪ ରନ୍ କରିଛନ୍ତି ଏବଂ ରାହାନେ ବ୍ୟକ୍ତିଗତ ସ୍କୋର ୨୦ ରନ୍ କରିଛନ୍ତି। ୪୪ ରନ ସ୍କୋର ସହିତ କୋହଲି ଏହି ରେକର୍ଡଗୁଡ଼ିକୁ ତାଙ୍କ ନାମରେ କରିଛନ୍ତି।

– ଆଇସିସି ନକ୍ଆଉଟ୍ ମ୍ୟାଚ୍ ରେ ବିରାଟ କୋହଲି ଭାରତ ପାଇଁ ସର୍ବାଧିକ ରନ୍ ସ୍କୋରର ହୋଇଛନ୍ତି।

– କୋହଲି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତ ପାଇଁ ସର୍ବାଧିକ ରନ୍ ସ୍କୋରର ହୋଇଛନ୍ତି।

– ଆଇସିସି ଫାଇନାଲରେ ସର୍ବାଧିକ ରନ୍ ସ୍କୋର କରିଥିବା କୋହଲି ଦ୍ୱିତୀୟ ଖେଳାଳି ହୋଇଛନ୍ତି।

– ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବାବେଳେ ସେ ୫୦୦୦ ଅନ୍ତର୍ଜାତୀୟ ରନ୍ ମାର୍କ ଅତିକ୍ରମ କରିଛନ୍ତି। ସେ ୫୦୦୩ ରନ୍ ସ୍କୋର କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ସର୍ବାଧିକ ଅନ୍ତର୍ଜାତୀୟ ରନ୍ ସ୍କୋର କରିଥିବା କୋହଲି ହେଉଛନ୍ତି ଦ୍ୱିତୀୟ ଭାରତୀୟ ଖେଳାଳି। ୬୭୦୭ ରନ୍ ସହ ତାଲିକାରେ ସଚିନ୍ ତେନ୍ଦୁଲକର ପ୍ରଥମ ସ୍ଥାନରେ ଅଛନ୍ତି।

ଏହା ବ୍ୟତୀତ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳୁଥିବାବେଳେ କୋହଲି ୨୦୦୦ ରନ୍‌ର ଅତିକ୍ରମ କରିଛନ୍ତି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆ ବିପକ୍ଷରେ ସର୍ବାଧିକ ରନ୍ ସଂଗ୍ରହ କରିଥିବା କୋହଲି ହେଉଛନ୍ତି ପଞ୍ଚମ ଭାରତୀୟ ଖେଳାଳି। କୋହଲି ଏପର୍ଯ୍ୟନ୍ତ ୨୦୩୭ ରନ୍ ପୂରଣ କରିଛନ୍ତି। ଏବଂ ଚେତେଶ୍ୱର ପୂଜାରା ୨୦୭୪ ରନ୍ ସହ ଚତୁର୍ଥ ସ୍ଥାନରେ ଅଛନ୍ତି। ଏହି ତାଲିକାରେ ସଚିନ ତେନ୍ଦୁଲକର ୩୬୩୦ ରନ୍ ସହ ଏକ ନମ୍ବରରେ ଅଛନ୍ତି।

WTC ଫାଇନାଲ୍ ଓଭାଲ କିଙ୍ଗ କୋହଲି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଲଣ୍ଡନ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.