Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର: ବ୍ଲକସ୍ତରୀୟ ପାଚିକା ଓ ସହାୟିକା ପ୍ରଶିକ୍ଷଣ ଶିବିର ଉଡାଯାପିତ
ଆଜିର ଖବର

ରଣପୁର: ବ୍ଲକସ୍ତରୀୟ ପାଚିକା ଓ ସହାୟିକା ପ୍ରଶିକ୍ଷଣ ଶିବିର ଉଡାଯାପିତ

June 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକର ପାଚିକା ତଥା ସହାୟିକା ମାନଙ୍କ ନିମନ୍ତେ ଖାଦ୍ୟ ନିରାପତ୍ତା ଓ ସ୍ବଚ୍ଛତା ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଆଜି ଉଦଯାପିତ ହୋଇ ଯାଇଛି। ରାଜ୍ୟ ଗଣଶିକ୍ଷା ବିଭାଗ ଓ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଅଭିଯାନ ଆନୁକୂଲ୍ୟରେ ଏହି ପ୍ରଶିକ୍ଷଣ ଶିବିରରେ ଅନୁଷ୍ଠିତ ହୋଇ ଯାଇଛି।

ଏହି ତାଲିମ କାର୍ଯ୍ୟକ୍ରମ ରଣପୁର ବ୍ଲକରେ ଦୁଇ ଦିନ ଧରି ୯ ଟି କେନ୍ଦ୍ରରେ ତାଲିମ କାର୍ଯ୍ୟ ଚାଲିଥିଲା। ରଣପୁର ବ୍ଲକ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଚାଲିଥିବା ତାଲିମ କାର୍ଯ୍ୟକୁ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ମିଶ୍ର, ଶକ୍ତି ପ୍ରସାଦ ଆଚାର୍ଯ୍ୟ, କୈଳାଶ ଚନ୍ଦ୍ର ମାଝୀ, ସୁଶୀଲ କୁମାର ରଣା, ରାମଚନ୍ଦ୍ର ବେହେରା ଏହି ତାଲିମ କାର୍ଯ୍ୟରେ ପ୍ରଶିକ୍ଷକ ଭାବେ ପାଚିକା ଓ ସହାୟିକାମାନଙ୍କୁ ତାଲିମ ପ୍ରଦାନ କରିଥିଲେ।

ସେହିପରି କେରଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟା ପୀଠରେ ଅଶୋକ କୁମାର ବେହେରା, ମୟୂରଝାଲିଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ମାଳତୀ ସାହୁ, ରାଜସୁନାଖଳାରେ ପବିତ୍ର ମୋହନ ସାମନ୍ତରାୟ, ଦର୍ପନାରାୟଣପୁର ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟରେ ପଦ୍ମ ଚରଣ ସେଠି, ମଝିଆଖଣ୍ଡ ରଘୁନାଥ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅଶୋକ କୁମାର ବେହେରା, କୁଲାସର ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟରେ ରସାନନ୍ଦ ବେହୁରା, ଲୋଧାଚୁଆ ଉଚ୍ଚ ଉଚ୍ଚ ବିଦ୍ୟାଳୟରେ ମଦନ ମୋହନ ବେହେରା ପ୍ରମୁଖ ପ୍ରଶିକ୍ଷକ ଭାବେ ତାଲିମ ପ୍ରଦାନ କରିଥିଲେ।

ଏହି ତାଲିମରେ ପାଚିକା ଓ ସହାୟିକାମାନଙ୍କୁ ପରିଷ୍କାର ପରିଚ୍ଛନ୍ନତା, ରୋଷେଇ ସାମଗ୍ରୀର ଉପଯୁକ୍ତ ବ୍ୟବହାର ଇତ୍ୟାଦି ଉପରେ ତାଲିମ ପ୍ରଦାନ କରାଯାଇଥିଲା।

ନୟାଗଡ଼ ଜିଲ୍ଲା ପ୍ରଶିକ୍ଷଣ ଶିବିର ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.