Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଚ୍ଚ ଶିକ୍ଷା ବିଭାଗରେ ଯୋଗ ଦେଲେ ନୂଆ ମନ୍ତ୍ରୀ, ନୂଆ ସଚିବ
ଆଜିର ଖବର

ଉଚ୍ଚ ଶିକ୍ଷା ବିଭାଗରେ ଯୋଗ ଦେଲେ ନୂଆ ମନ୍ତ୍ରୀ, ନୂଆ ସଚିବ

June 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
EduMini
ଉଚ୍ଚ ଶିକ୍ଷା ବିଭାଗରେ ଯୋଗଦେଲେ ନୂଆ ମନ୍ତ୍ରୀ, ନୂଆ ସଚିବ

ଭୁବନେଶ୍ବର: ଆଜି ଉଚ୍ଚ ଶିକ୍ଷା ବିଭାଗରେ ନୂଆ ମନ୍ତ୍ରୀ ଓ ନୂଆ ସଚିବ ଯୋଗ ଦେଇଛନ୍ତି। ସେମାନେ ହେଲେ ନୂଆ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏବଂ ସଚିବ ଅରବିନ୍ଦ ଅଗ୍ରୱାଲ।ଅତନୁଙ୍କୁ ଉଚ୍ଚ ଶିକ୍ଷା ବିଭାଗ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେ ବର୍ତ୍ତମାନ ଖାଦ୍ୟ ଓ ଯୋଗାଣ ସହିତ ସମବାୟ ମନ୍ତ୍ରୀ ଅଛନ୍ତି।

ପଢନ୍ତୁ- ନବୀନଙ୍କ ସର୍ଜିକାଲ ଷ୍ଟ୍ରାଇକ, ହଟିଲେ ମନ୍ତ୍ରୀ ଓ ସଚିବ

ନିକଟରେ ନବୀନ ହଠାତ ରୋହିତ ପୂଜାରୀଙ୍କୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ପଦରୁ ବହିସ୍କାର କରିଦେଲେ। ଏ ନେଇ ପୂର୍ବରୁ କୌଣସି ସୂଚନା ନ ଥିଲେ ମଧ୍ୟ ତାଙ୍କୁ ବହିସ୍କାର କରିବା ନେଇ ରାଜ୍ୟପାଳଙ୍କୁ ଚିଠି କଲେ। ପରେ ସେହି ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କୁ ମଧ୍ୟ ବଦଳି କରିଦେଲେ। ଯାହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ଚାଲିଛି।

ଉଚ୍ଚ ଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Latest News

ଚମକିଲେ ସଞ୍ଜୁ: ୱେଷ୍ଟଇଣ୍ଡିଜକୁ ହରାଇ ଷଷ୍ଠ ଥର ପାଇଁ ବିଶ୍ଵକପ ସେମିଫାଇନାଲରେ ପହଞ୍ଚିଲା ଭାରତ

March 1, 2026

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.