Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ଆଜି ରାଜ୍ୟର ତାପମାତ୍ରା ୪୬ ଡିଗ୍ରୀ ଟପିଲା, ଭୁବନେଶ୍ବର ମଧ୍ୟ ଛାଡ ପାଇନି
ଆଜିର ଖବର

Breaking News: ଆଜି ରାଜ୍ୟର ତାପମାତ୍ରା ୪୬ ଡିଗ୍ରୀ ଟପିଲା, ଭୁବନେଶ୍ବର ମଧ୍ୟ ଛାଡ ପାଇନି

June 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ଆଜି ରାଜ୍ୟର ତାପମାତ୍ରା ୪୬ ଡିଗ୍ରୀ ଟପିଲା, ଭୁବନେଶ୍ବର ମଧ୍ୟ ଛାଡ ପାଇନି

ଭୁବନେଶ୍ବର: ଆଜି ରାଜ୍ୟର ତାପମାତ୍ରା ୪୬ ଡିଗ୍ରୀ ଟପିଲା। ଯାହା ଏକ ରେକର୍ଡ ବୋଲି କହିବାକୁ ପଡିବ। କାରଣ ଏପରି ତାପମାତ୍ରା ପୂର୍ବର କେବେ ହୋଇ ନ ଥିଲା। ଆଜି ସମ୍ବଲପୁରର ତାପମାତ୍ରା ୪୬.୧ ଡିଗ୍ରୀ ରେକର୍ଡ କରାଯାଇଛି।

କେବଳ ସମ୍ବଲପୁର ନୁହେଁ ପଶ୍ଚିମ ଓଡିଶା ପୁରା ଜଳୁଛି ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ।ସେହିପରି ଆଜି ଭୁବନେଶ୍ବରରେ ମଧ୍ୟ ନାହିଁ ନ ଥିବା ତାପମାତ୍ର ଅନୁଭୂତ ହୋଇଛି। ଆଜି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୩ ଡ଼ିଗ୍ରୀ ରେକର୍ଡ କରାଯାଇଛି।

temp ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Latest News

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.