Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ସତରେ ମନୋହର: ପ୍ରଧାନମନ୍ତ୍ରୀ
ଆଜିର ଖବର

ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ସତରେ ମନୋହର: ପ୍ରଧାନମନ୍ତ୍ରୀ

June 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ପ୍ରକୃତି ଓ ସଂସ୍କୃତି ମଧ୍ୟରେ ସହାବସ୍ଥାନକୁ ପ୍ରମାଣିତ କରୁଛି।

ରାଜ୍ୟସଭା ସାଂସଦ ଏସ. ଫାଙ୍ଗନୋନ କୋନ୍ୟାକଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ସତରେ ମନୋହର। ଏହା ପ୍ରକୃତି ଓ ସଂସ୍କୃତି ମଧ୍ୟରେ ସହାବସ୍ଥାନକୁ ମଧ୍ୟ ପ୍ରମାଣିତ କରୁଛି।”

ଜୈବିକ ଉତ୍ପାଦ ନରେନ୍ଦ୍ର ମୋଦୀ ନାଗାଲାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Latest News

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026

ପିକଅପ ଭ୍ୟାନ – ବାଇକ ମୁହାଁମୁହିଁ ଧକ୍କା – ଜଣେ ମୃତ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.