Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳଚଞ୍ଚଳ ହୋଇଉଠିଛି ମା’ ଉଗ୍ରତାରାଙ୍କ ପୀଠ: ଜୁନ ୧୪ରୁ ୨୧ ପର୍ଯ୍ୟନ୍ତ ଚାଲିବ ରଜ ଉତ୍ସବ
ଆଜିର ଖବର

ଚଳଚଞ୍ଚଳ ହୋଇଉଠିଛି ମା’ ଉଗ୍ରତାରାଙ୍କ ପୀଠ: ଜୁନ ୧୪ରୁ ୨୧ ପର୍ଯ୍ୟନ୍ତ ଚାଲିବ ରଜ ଉତ୍ସବ

June 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ: ଆଜି ପହିଲି ରଜରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ମା’ ଉଗ୍ରତାରାଙ୍କ ପୀଠ ଭକ୍ତଙ୍କ ଗହଣରେ ଚଳଚଞ୍ଚଳ ହୋଇ ଉଠିଛି। ଏହି ଉତ୍ସବ ଜୁନ ୧୪ ତାରିଖରୁ ଜୁନ ୨୧ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଜନ ସମାଗମକୁ ଆଖି ଆଗରେ ରଖି ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସ୍ତରୀୟ ଅଧିକାରୀ ଯଥା ପୋଲିସ ବିଭାଗ, ବନ ବିଭାଗ, ଅଗ୍ନିଶମ ବିଭାଗ, ଆର. ଡବ୍ଲୁ. ଏସ. ଏସ., ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉତ୍ସବରେ ଭକ୍ତଙ୍କ ସୁବିଧା ନିମନ୍ତେ ସଜାଗ ରହି ସହାୟତାର ହାତ ବଢ଼ାଇ ଛନ୍ତି।

ଶାନ୍ତି ଶୃଙ୍ଖଳାର ସହ ଭକ୍ତମାନେ ପୀଠରେ ମା ‘ ଙ୍କ ଦର୍ଶନ କରୁଛନ୍ତି। ଜଳଛତ୍ର ସହ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ଘୋଳଦହିର ପରିବେଷଣ ହୋଇଛି। ସ୍ୱାସ୍ଥ୍ୟ ବିଭାଗର ସି.ଡ଼ି.ଏମ. ଓ ଡ଼. ଆର୍ତ୍ତବନ୍ଧୁ ନାୟକଙ୍କ ତରଫରୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା କୁ ଏକ ଷ୍ଟଲ ଖୋଲାଯାଇଛି।

ଭୁବନେଶ୍ୱର ଉପ ଜିଲ୍ଲପାଳ ଦେବବ୍ରତ ସାହୁ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ତଦାରଖ କରୁଛନ୍ତି। ଟାଙ୍ଗୀ ତହସିଲଦାର ଡ଼ଃ ଜନ୍ମେଞ୍ଜୟ ସାହୁଙ୍କ ତତ୍ୱାବଧାନରେ ବିଦ୍ୟାଳୟ ର ଏନ. ସି. ସି. ଛାତ୍ର, ସ୍ବେଚ୍ଛାସେବୀ ଅନୁଷ୍ଠାନ ସମସ୍ତେ ସହଯୋଗର ହାତ ବଢ଼ାଇଛନ୍ତି।
ଭକ୍ତ ମାନେ ଧାଡିରେ ରହି ଶୃଙ୍ଖଳର ସହ ମା’ ଙ୍କ ଦର୍ଶନ କରୁଛନ୍ତି।

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରିଣୀ ଜ୍ୟୋତ୍ସ୍ନା ମୟୀ ଆଚାର୍ଯ୍ୟ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଉକ୍ତ କାର୍ଯ୍ୟକ୍ରମର ଖବର ପରିବେଷଣ ସହ ସୁଦୂର ପ୍ରଚାର ପ୍ରସାର କରିବାକୁ ଅନୁରୋଧ କରିଛନ୍ତି।

ଟାଙ୍ଗୀ ପହିଲି ରଜ ମା' ଉଗ୍ରତାରା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଏମସି ଢେଙ୍କାନାଳ ଛାତ୍ରଛାତ୍ରୀଙ୍କ ବିଧାନସଭା ପରିଦର୍ଶନ

September 26, 2026

ଆଜି ଅକ୍ଟୋବର ୨୬ ତାରିଖରେ ଆଠଟି ରାଶିର ବ୍ୟକ୍ତି ହେବେ ମାଲାମାଲ

September 26, 2026

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026
Latest News

ଆଇଆଇଏମସି ଢେଙ୍କାନାଳ ଛାତ୍ରଛାତ୍ରୀଙ୍କ ବିଧାନସଭା ପରିଦର୍ଶନ

September 26, 2026

ଆଜି ଅକ୍ଟୋବର ୨୬ ତାରିଖରେ ଆଠଟି ରାଶିର ବ୍ୟକ୍ତି ହେବେ ମାଲାମାଲ

September 26, 2026

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.