Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନ ଦୁର୍ଘଟଣା ଆହତଙ୍କୁ ଭେଟିଲେ ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ
ଆଜିର ଖବର

ଟ୍ରେନ ଦୁର୍ଘଟଣା ଆହତଙ୍କୁ ଭେଟିଲେ ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ

June 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟ୍ରେନ ଦୁର୍ଘଟଣା ଆହତଙ୍କୁ ଦେଖିଲେ ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ

କଟକ: ଆଜି କଟକ ବଡ ମେଡିକାଲରେ ଟ୍ରେନ ଦୁର୍ଘଟଣା ଆହତଙ୍କୁ ଭେଟିଛନ୍ତି ଛତିଶଗଡ ରାଜ୍ୟପାଳ ଶ୍ରୀ ବିଶ୍ବଭୂଷଣ ହରିଚନ୍ଦନ। ଅପରାହ୍ନରେ ରାଜ୍ୟପାଳ ମେଡିକାଲରେ ପହଞ୍ଚିବା ପରେ ସେଠାରେ ପ୍ରଶାସନ ତରଫରୁ ତାଙ୍କୁ ଆହତଙ୍କ ପାଖକୁ ନିଆଯାଇଥିଲା। ସେମାନଙ୍କୁ ଭେଟିବା ପରେ ସେ ଡାକ୍ତରଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ।

ଛତିଶଗଡ ରାଜ୍ୟପାଳଙ୍କ ୪ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେ ଆଜି ସକାଳେ ଭୁବନେଶ୍ବରରେ ପହଞ୍ଚିବା ପରେ ଅପରାହ୍ନରେ କଟକ ମେଡିକାଲ ଗସ୍ତ କରିଥିଲେ। ଆସନ୍ତାକାଲି ସକାଳେ ସେ ପ୍ରଭୃ ଲିଙ୍ଗରାଜଙ୍କ ଦର୍ଶନ କରିବାକୁ ଯିବେ। ସଂଧ୍ୟାରେ ବିଶ୍ୱମାନବିକ ଅଧିକାର ସୁରକ୍ଷା ସଂସ୍ଥା ଆନୁକୁଲ୍ୟରେ ଅନୁଷ୍ଠିତ ‘ମାଟି, ମା’ ଓ ମଣିଷର ସୁରକ୍ଷା ପାଇଁ ମାନବିକ ଅଧିକାର’ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।

୧୬ ତାରିଖ ପୂର୍ବାହ୍ନରେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହିତ ଆଲୋଚନା କରିବେ ଏବଂ ଅପରାହ୍ନରେ ଓଡ଼ିଶାର ଦିଗ୍‌ବିଜୟୀ ସମ୍ରାଟ କପିଳେନ୍ଦ୍ର ଦେବଙ୍କ ଉପରେ ଡାକ୍ତର ସୋମନାଥ ପ୍ରସାଦ ଜେନାଙ୍କ ଦ୍ୱାରା ଲିଖିତ ଉପନ୍ୟାସ “ଦିଗ୍‌ବିଜୟୀ ଗଜପତି” ପୁସ୍ତକ ଉନ୍ମୋଚନ ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ନିଜସ୍ୱ ଅଭିବ୍ୟକ୍ତି ରଖିବେ ଏବଂ ଉକ୍ତ ପୁସ୍ତକ ଉନ୍ମୋଚନ କରିବେ।

ବିଶ୍ବଭୂଷଣ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Latest News

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.