Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଦିନ ୧୧ ଟା ୩୦ ସୁଦ୍ଧା ଝରାସୁଗୁଡାରେ ରେକର୍ଡ ପରିମାଣର ତାତି
ଆଜିର ଖବର

ଆଜି ଦିନ ୧୧ ଟା ୩୦ ସୁଦ୍ଧା ଝରାସୁଗୁଡାରେ ରେକର୍ଡ ପରିମାଣର ତାତି

June 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଦିନ ୧୧ ଟା ୩୦ ସୁଦ୍ଧା ଝରାସୁଗୁଡାରେ ରେକର୍ଡ ପରିମାଣର ତାତି

ଭୁବନେଶ୍ବର: ଆଜି ସାରା ଉପକୂଳ ଓଡିଶା ତଥା ପଶ୍ଚିମ ଓଡିଶାର ଗ୍ରୀଷ୍ମ ପ୍ରବାହ ଜାରୀ ରହିଥିବାର ଜଣାପଡିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ଅନୁସାରେ ଗତ ଦୁଇଦିନ ତୁଳନାରେ ରାଜ୍ୟ କୁ ପ୍ରବାହିତ ହେଉଥିବା ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଉତ୍ତପ୍ତ ବାୟୁ ଅଧିକ ସକ୍ରିୟ ଥିବାରୁ ଉପକୂଳ ଓଡ଼ିଶାରେ ଆଜି ତାପମାତ୍ରା ଦୃଷ୍ଟନ୍ତ ମୂଳକ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ସେଥିପାଇଁ ଆଜିର ତାପମାତ୍ରା ବେଶ ବୃଦ୍ଧି ପାଇବାରେ ଲାଗିଛି।  ଆଜି ଦିନ ୧୧ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା ଝାରସୁଗୁଡା: ୪୨.୨ ଡ଼ିଗ୍ରୀ ହୀରାକୁଦ: ୪୧.୪ ଡ଼ିଗ୍ରୀ ସମ୍ବଲପୁର: ୪୧.୨ ଡ଼ିଗ୍ରୀ ଭୁବନେଶ୍ୱର: ୪୧ ଡ଼ିଗ୍ରୀ ବାଲେଶ୍ୱର: ୩୮.୨ ଡ଼ିଗ୍ରୀ କେଉଁଝର: ୩୮ ଡ଼ିଗ୍ରୀ ଚାନ୍ଦବାଲି:୩୭.୮ ଡ଼ିଗ୍ରୀ ପୁରୀ: ୩୫ ଡ଼ିଗ୍ରୀ ଗୋପାଳପୁର: ୩୪.୪ ଡ଼ିଗ୍ରୀ ପାରାଦୀପ: ୩୨.୮ ଡ଼ିଗ୍ରୀ ରହିଛି।

temperture ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ରେଳପଥ ବଢ଼ିଲେ ବଦଳିବ ଅର୍ଥନୀତି! ମୟୂରଭଞ୍ଜରେ ନୂଆ ସଂଯୋଗକୁ ନେଇ ଆଶା

September 13, 2026

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026
Latest News

ବିଶ୍ୱ ବାଣିଜ୍ୟ ସଂଗଠନ (WTO) ମୁଖ୍ୟଙ୍କୁ ଭେଟିଲେ ପୀୟୁଷ ଗୋୟଲ 

September 13, 2026

ରେଳପଥ ବଢ଼ିଲେ ବଦଳିବ ଅର୍ଥନୀତି! ମୟୂରଭଞ୍ଜରେ ନୂଆ ସଂଯୋଗକୁ ନେଇ ଆଶା

September 13, 2026

ପଶ୍ଚିମବଙ୍ଗରେ ସ୍ଥାପନ ହେବ ଡିଆରଡିଓର ନୂଆ କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ର

September 13, 2026

ଚୀନ୍‌ର ଦ୍ୱିତୀୟ ସର୍ବାଧିକ ଶକ୍ତିଶାଳୀ ନେତା କାଇ କି’

September 13, 2026

ବ୍ରିକ୍ସ ସହଯୋଗର ଦୁଇ ଦଶନ୍ଧି ପୂର୍ତ୍ତି ଅବସରରେ ସ୍ମାରକ ଡାକ ଟିକଟ ଉନ୍ମୋଚନ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.