Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟୁତ ବିଭ୍ରାଟ ନେଇ ଶକ୍ତିମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ
ଆଜିର ଖବର

ବିଦ୍ୟୁତ ବିଭ୍ରାଟ ନେଇ ଶକ୍ତିମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ

June 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Cong
ବିଦ୍ୟୁତ ବିଭ୍ରାଟ ନେଇ ଶକ୍ତିମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ପ୍ରଦେଶ ଛାତ୍ର କଂଗ୍ରେସ ତରଫରୁ ଶକ୍ତିମନ୍ତ୍ରୀ ଶ୍ରୀ ପ୍ରତାପ ଦେବଙ୍କ ସରକାରୀ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଛାତ୍ର କଂଗ୍ରେସର କର୍ମକର୍ତାମାନେ ହାତରେ ଲଣ୍ଠନ ଓ ବିଂଚଣା ଧରି ଅଭିନବ ଉପାୟରେ ସେଠାରେ ପ୍ରତିବାଦ ଜଣାଇଥିଲେ।

ଛାତ୍ରକଂଗ୍ରେସର କର୍ମକର୍ତମାନେ ଶକ୍ତିମନ୍ତ୍ରୀଙ୍କୁ ଏ ସଂକ୍ରାନ୍ତରେ ପ୍ରଶ୍ନ କରିବା ପାଇଁ ତାଙ୍କ ବାସଗୃହ ଆଡକୁ ଧସେଇ ପଶୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ପ୍ରାୟ ଏକ ଘଣ୍ଟା କାଳ ଛାତ୍ରକଂଗ୍ରେସର କର୍ମକର୍ତାମାନଙ୍କ ସହ ପୋଲିସର ଧସ୍ତାଧସ୍ତି ଚାଲିଥିଲା ।

ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ ନେତୃତ୍ବରେ  ଏଥିରେ ରଜତ ଚୌଧୁରୀ, ପ୍ରକାଶ ମିଶ୍ର, ରଣଜିତ ପାତ୍ର, ଅଜୟ ସାହୁ, ସ୍ୱାଗତ କର, ସୁରଜ ରାଉତ, ସାଗର ପଟ୍ଟନାୟକ, ବିଶ୍ୱଭୂଷଣ ମହାପାତ୍ର, କାର୍ତିକ କାଣ୍ଡି, ଉଦିତ୍ ପ୍ରଧାନ, ଶ୍ରୀ ମହାନ୍ତି, ଦୀପିକା ପାତ୍ର, ସାହାରୁଖ ଖାନ, ଆର୍ଯ୍ୟନ ସାସମଲ, ଅଭିନାଷ ନନ୍ଦ, ସୌମ୍ୟ ବରାଳ, ରାଜଦୀପ ବେହେରା, ଅହମଦ ଖାନ, ମହମ୍ମଦ ମନୱାର ଓ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

ଛାତ୍ର କଂଗ୍ରେସ ଟାଟା ପାୱାର ପ୍ରତାପ ଦେବ ବିଦ୍ୟୁତ ବିଭ୍ରାଟ ଶକ୍ତିମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026
Latest News

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.